ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣରେ ୨ ମୃତ, ୧୫୦୦ ରୋଗୀ ଚିହ୍ନଟ
ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲାରେ ମାତିଛି ସ୍କ୍ରବ୍ ଟାଇଫସ । ଜିଲ୍ଲାବାସୀଙ୍କୁ ଘାରିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ଭୟ । ସ୍କ୍ରବ୍ ଟାଇଫସରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଦା ୧୫୦୦ ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ମୃତକ ମଧ୍ୟରେ ଜଣେ ବଡ଼ଗାଁ ଅଞ୍ଚଳର ଓ ଆଉ ଜଣେ…