ଖୋର୍ଦ୍ଧାରୁ ବ୍ରାଉନସୁଗର ଜବତ, ଜଣେ ଅଟକ
ଖୋର୍ଦ୍ଧା: କିଛି ଦିନ ବ୍ୟବଧାନ ପରେ ଖୋର୍ଦ୍ଧାରୁ ଜବତ ହୋଇଛି ବ୍ରାଉନସୁଗର । ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି । ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାର୍ଡ କଟକ ଅଧୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ବରେ ଏକ ୧୫ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ହୋଇଛନ୍ତି ।…