୩୦୦୦ ପକ୍ଷୀ ରହିବା ପାଇଁ ନାଗୌରରେ ନିର୍ମିତ ୭ ମହଲାର ବାର୍ଡ ହାଉସ
ନାଗୌର: ରାଜସ୍ଥାନର ନାଗୌରରେ ପକ୍ଷୀ ପ୍ରେମୀଙ୍କ ମନ କିଣିବା ପରି କାର୍ଯ୍ୟ ହୋଇଛି । ପକ୍ଷୀମାନେ ରହିବା ପାଇଁ ୭ ମହଲାର ଘର ପ୍ରସ୍ତୁତ କରାଯାଇଛି । ପାଖାପାଖି ୩ ହଜାର ପକ୍ଷୀ ଏଠାରେ ସୁରକ୍ଷିତ ଭାବେ ରହିପାରିବେ । ସେମାନଙ୍କ ପାଇଁ ୨୪ ଘଂଟା ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଛି । ଚଂଚଳ…