ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ, ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା
କଟକ: ଭିଜିଲାନ୍ସ ଜାଲରେ OAS ବାବୁ। କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢାଉ। ଏକକାଳୀନ ୭ଟି ସ୍ଥାନରେ ଚଢାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍। କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି ସ୍ଥାନରେ ରେଡ୍ ଚାଲିଛି।…