ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରେ ଖେଳିବେନି ପନ୍ତ
ନୂଆଦିଲ୍ଲୀ: ଭାରତର ୱିକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ୱେଷ୍ଟଇଣ୍ଡିଜ ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବେ ନାହିଁ । ଆଘାତ ସମସ୍ୟାରୁ ସମ୍ପୂର୍ଣ୍ଣ ଭାବେ ମୁକୁଳି ପାରି ନ ଥିବାରୁ ସେ ଏହି ସିରିଜରୁ ଓହରି ଯାଇଛନ୍ତି । ଅକ୍ଟୋବର ୨ରୁ ଅହମ୍ମଦାବାଦରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ…