Latest Odisha News

BREAKING NEWS

ଟ୍ରକ-ସ୍କୁଟି ମୁହାଁମୁହିଁ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ, ଟ୍ରକ ଚାଳକ ଫେରାର

ବଲାଙ୍ଗିର: ଟ୍ରକ-ସ୍କୁଟି ମୁହାଁମୁହିଁ ଧକ୍କା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ସନେ୍ଧକେଲା ଥାନା ଅନ୍ତର୍ଗତ ଚନ୍ଦୋତରା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଦୁଇ ଜଣ ହେଲେ ଦେଡ଼ଗାଁର କରୁଣ ଥପା ଓ ଯୁବରାଜ ଥପା । ସୂଚନା ଅନୁସାରେ, ଗତକାଲି ବିଳମ୍ବିତ…

୨୦୨୨ ଟି-ଟ୍ୱେଣ୍ଟି ବିଶ୍ୱକପ: ପୁଣି ଗୋଟିଏ ଗ୍ରୁପରେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ପୁଣି ବିଶ୍ୱକପରେ ଗୋଟିଏ ଗ୍ରୁପରେ ଭାରତ-ପାକିସ୍ତାନ । ୨୦୨୨ ଟି-ଟ୍ୱେଣ୍ଟି ବିଶ୍ୱକପରେ ଦୁଇ ଟିମ୍ ଗ୍ରୁପ୍-ବିରେ ସ୍ଥାନ ପାଇଛନ୍ତି । ସାମନାକୁ ଆସିଛି ICC ଜାରି କରିଥିବା କ୍ରୀଡା ସୂଚୀ । ପୁଣି ଥରେ ପାକିସ୍ତାନ ବିପକ୍ଷ ମ୍ୟାଚରୁ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ…

ପଞ୍ଚାୟତ ନିର୍ବାଚନ: ଆଜି ନାମାଙ୍କନ ଦାଖଲର ଶେଷ ଦିନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ନେଇ ଗାଁ ରାଜନୀତି ଏବେ ଉଷ୍ଣ । ନାମାଙ୍କନ ଦାଖଲର ଆଜି ଶେଷ ଦିନ । ଆଶାୟୀ ପ୍ରାର୍ଥୀ ଆଜି ନାମାଙ୍କନ ଦାଖଲ କରିବେ । ଆଜି ଶେଷ ଦିନ ହୋଇଥିବାରୁ ଅଧିକ ଆଶାୟୀ ପ୍ରାର୍ଥିପତ୍ର ଦାଖଲ କରିବେ । ଗତ ୧୭ ତାରିଖରୁ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଥିଲା…

ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୯ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ୬ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।…

ଆଜି ଦେଶରୁ ୩ଲକ୍ଷ ୪୭ ହଜାର କରୋନା ଆକ୍ରାନ୍ତ, ୭୦୩ ମୃତ

ନୂଆଦିଲ୍ଲୀ: ଦେଶରେ ଖସୁଛି ଦୈନିକ କରୋନା କାୟା । ଅଢ଼େଇ ଲକ୍ଷ ତଳକୁ କମିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୪୭ହଜାର ୨୫୪ ଆକ୍ରାନ୍ତ । ଗତକାଲି ଅପେକ୍ଷା ୨୯ହଜାର ୭୨୨ ଅଧିକ ସଂକ୍ରମିତ ବାହାରିଛନ୍ତି । ଅର୍ଥାତ୍ ୨୪ ଘଣ୍ଟାରେ ସଂକ୍ରମଣ ୯ ପ୍ରତିଶତ ବଢ଼ିଛି । ୨୪…

ଆଜିଠୁ ରାଜ୍ୟରେ ପୁଣି ୪ ଦିନ ବର୍ଷା, ୩ରୁ ୪ ଡ଼ିଗ୍ରୀ ସେଲସିୟସ ବଢ଼ିବ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପାଗ ପରିବର୍ତ୍ତନ ହେବ । ରାଜ୍ୟରେ ପୁଣି ୪ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ୨୧ତାରିଖରୁ ବର୍ଷା ଆରମ୍ଭ ହୋଇ ୨୪ ତାରିଖ ଯାଏଁ ଚାଲିବ । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ଶୀତ କମିଯିବ । ଆଜି ଉତ୍ତର ଉପକୂଳ ଓଡ଼ିଶା…

ରାଜ୍ୟରେ କମୁଛି କରୋନା କେସ୍: ଆଜି ୯୮୩୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ୧୧ ହଜାରରୁ ଖସି ୧୦ ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୯ହଜାର ୮୩୩ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୫୬୯୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୧୩୪ । ୧୮ ବର୍ଷ ଭିତରେ ଆଉ ୯୭୨ ଜଣ…

ଘାଟିରୁ ତଳକୁ ଖସିଲା, ୧୦ଜଣ ଯାତ୍ରୀ ଆହତ

ଗଜପତି: ଘାଟିରୁ ଖସିଲା ବସ୍ । ଗଜପତି ଜିଲ୍ଲାୂ ରାଇଗଡ଼ ଥାନା ରାଶିବାଡ଼ି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ତଳକୁ ବସ୍ ଖସିପଡ଼ିବାରୁ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ଯାତ୍ରୀବାହି ବସ୍ ଭାରସାମ୍ୟ ହରାଇ ଘାଟିରୁ ତଳକୁ ଖସି ପଡ଼ିଥିଲା । ବସ୍ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ…

କୁହୁଡ଼ି ଚାଦର ତଳେ ଭୁବନେଶ୍ୱର, ଦିଶୁ ନଥିଲା ରାସ୍ତାଘାଟ

ଭୁବନେଶ୍ୱର: ପାଗରେ ପରବର୍ତ୍ତନ । ରାଜଧାନୀରେ ଘନ କୁହୁଡ଼ି । ଆଜି ସକାଳୁ ସକାଳୁ କୁହୁଡ଼ି ଚାଦରରେ ଘୋଡ଼ାଇ ହୋଇଯାଇଥିଲା ସାରା ଭୁବନେଶ୍ୱର । ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା । ଅତି ପାଖରୁ ବି ଦେଖାଯାଉ ନଥିଲା ରାସ୍ତାଘାଟ । ଏତେ ଜୋରରେ କୁହୁଡ଼ି ପଡ଼ିଥିଲା ଯେ, ମୁହଁକୁ ମୁହଁ…

ସିନେ କଳାକାରଙ୍କ ପକ୍ଷରୁ ମିହିରଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବରିଷ୍ଠ ଅଭିନେତା ମିହିର ଦାସଙ୍କୁ ଶ୍ରଦ୍ଧାଞ୍ଜଳି। ଆଜି ସ୍ବର୍ଗତ ମିହିର ଦାସ ଙ୍କର ଦଶାହ ଦିବସରେ Orissa Cine Artistes Associationର ସାଧାରଣ ସମ୍ପାଦକ ଶ୍ରୀତମ ଦାସ ଙ୍କର ଆହ୍ୱାନ କ୍ରମେ ଏବଂ ସଭାପତି ସିଦ୍ଧାନ୍ତ ମହାପାତ୍ର ଙ୍କର ସଭାପତିତ୍ୱରେ ପିଟିଆ ସ୍ଥିତ RTO 2…