ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଜିଲ୍ଲଶ ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ଓ୍ବାର୍ଡ ମେମ୍ବର ସେମାନଙ୍କ ନାମାଙ୍କନ ଦାଖଲ ଆରମ୍ଭ କରିଛନ୍ତି । କୋଭିଡ କଟକଣା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ ହୋଇଛି ।…