Latest Odisha News

BREAKING NEWS

୧୮ରୁ ୨୩ ପର୍ଯ୍ୟନ୍ତ ବ୍ୟାଙ୍କ ସେବା ବନ୍ଦ

ଭୁବନେଶ୍ୱର: କାଲିଠାରୁ ୬ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବ୍ୟାଙ୍କ । ଚଳିତ ମାସ ୩୧ ଦିନ ପଡୁଥିବା ବେଳେ ଆସନ୍ତା କାଲି ଅର୍ଥାତ ୧୮ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ବ୍ୟାଙ୍କ ସେବା ବନ୍ଦ ରହିବ । ଏନେଇ ଆରବିଆଇ ପକ୍ଷରୁ ସୂଚନା ଦିଆଯାଇଛି । ୧୮ତାରିଖ ମଙ୍ଗଳବାର ‘ଥାଇ ପୁସମ୍’ ପଡୁଥିବାରୁ କେବଳ…

ଜଙ୍ଗଲରେ ବାଘ ଛାଲ ବିକ୍ରି ଡିଲ, ଛାଲ ସହ ୫ ଗିରଫ

ଦେବଗଡ : ଦେବଗଡ ଜିଲ୍ଲା ବାରକୋଟ ଥାନା ଆମ୍ବକଟା ଜଙ୍ଗଲରେ ବାଘଛାଲ ବିକ୍ରି ପାଇଁ ଯୋଜନା  ବେଳେ ବାଘ ଛାଲ ଜବତ । ଜିଲ୍ଲା ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ଛାଲ ଜବତ କରିବା ସହ ଏଥିରେ ସାମିଲ ଥିବା ପାଞ୍ଚ ଜଣଙ୍କୁ ଗିରଫ କରିଛି । ବାରକୋଟ ଥାନା ଅନ୍ତର୍ଗତ ଆମ୍ବକଟା ଜଙ୍ଗଲରେ ଏକ କଲରାପତରିଆ…

[ଭିଡିଓ] ଓଡିଶା ଆଇଏଏସ୍‌ ଅଫିସରଙ୍କୁ ସାଂସଦ ଅପରାଜିତାଙ୍କ ଚାଲେଂଜ, ଯଦି ଇଛା ଅଛି ଚାକିରୀ ଛାଡି ରାଜନୀତି କର

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ସରକାରଙ୍କୁ କଡା ସମାଲୋଚନା କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଢଙ୍ଗୀ । ସରକାରୀ ଚାକିରୀରେ ଥାଇ ଆଇଏଏସ୍‌ ଅଫିସରମାନେ ଆଚରଣ ନିୟମର ଉଲ୍ଲଂଘନ କରି ରାଜନୀତିରେ ଯୋଗ ଦେବା କେତେଦୂର ଯୁକ୍ତିଯୁକ୍ତ ବୋଲି ସେ ରୋକ୍‌ଠୋକ୍ ପ୍ରଶ୍ନ କରିଛନ୍ତି । ୨୦୧୮ରେ…

ଶ୍ୱଶୂର ଘର ହେବ ତ ଏମିତି, ଜ୍ୱାଇଁ ପାଇଁ ପ୍ରସ୍ତୁତ କଲେ ୩୬୫ ପ୍ରକାରର ଖାଦ୍ୟ

ଗୋଦାବରୀ: ଶ୍ୱଶୂର ଘର ହେବ ତ ଏମିତି । ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲ୍ଲାରେ ଏକ ପରିବାର ତାଙ୍କର ହେବାକୁ ଥିବା ଜ୍ୱାଇଁ ପାଇଁ ୩୬୦ ପ୍ରକାର ଖାଦ୍ୟ ପ୍ରସ୍ତୁତ କରି ଖାଇବାକୁ ଦେଇଥିଲେ । ଯାହା କି ସୋସିଆଲ ସାଇଟରେ ବେଶ ଚର୍ଚ୍ଚାର କାରଣ ସାଜିଛି । ଏହି ଭବ୍ୟ ପ୍ରି-ୱେଡିଂ…

ରାଜ୍ୟରେ ଅବାଧ ନିଶା କାରବାର ରୋକିବାକୁ ଗଠନ ହେଲା ସ୍ୱତନ୍ତ୍ର ଟାସ୍କ ଫୋର୍ସ

ଭୁବନେଶ୍ୱର : ରାଜ୍ୟରେ ନିଶା କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ରାଜ୍ୟରେ ଅବାଧ ନିଶା କାରବାର ରୋକିବା ପାଇଁ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ କରାଯାଇଛିା ଏହି ଟିମର ନେତୃତ୍ୱ ନେବେ ପୂର୍ବତନ ଡିଜିପି ଅଭୟ । ଏନେଇ ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗତ କିଛି ଦିନ…

ବଢ଼ୁଛି ବାଲି ମାଫିଆଙ୍କ ରାଜ୍, ରାଜ୍ୟପାଳଙ୍କୁ ଅଭିଯୋଗ ଜଣାଇ କାର୍ଯ୍ୟାନୁଷ୍ଠାନ ଦାବି: ବିଜେପି ନଦୀ ସୁରକ୍ଷା ସମିତି

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ବାଲି ମାଫିଆଙ୍କ ରାଜ୍ । ଅବାଧ ବାଲି ଚୋରୀ କାରଣରୁ ପ୍ରତିବର୍ଷ ୧୪ହଜାର କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି ସରକାର । ରାଜ୍ୟରେ ବେଧଡ଼କ ଚାଲିଛି ବେଆଇନ ବାଲି ଉଠାଣ । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଋଷିକୂଲ୍ୟା ପ୍ରମୁଖ ସହ ୧୧ଟି ନଦୀରେ ବଢ଼ି…

[ଭିଡ଼ିଓ] ମନେ ରହିବେ କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ

ଭୁବନେଶ୍ୱର: ଆଉ ନାହାନ୍ତି କଥକ ସମ୍ରାଟ , କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ । କୋଟି କୋଟି ଲୋକଙ୍କ ନିକଟରେ ପଣ୍ଡିତ ଓ ମହାରାଜ ନାମରେ ପରିଚିତ ବିର୍ଜୁ । ୮୩ ବର୍ଷ ବୟସରେ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ହୃଦଘାତରେ ପ୍ରାଣ ହରାଇଛନ୍ତି ମହାନ୍ ନୃତ୍ୟ ସମ୍ରାଟ । ଏକ ପ୍ରଖ୍ୟାତ କଥକ…

୨୫ ଯାଏ ବନ୍ଦ ରହିବ ଓଏଚ୍‌ଆରସି ଅଫିସ୍‌

ଭୁବନେଶ୍ୱର: ବନ୍ଦ ହେଲା ଓଡିଶା ମାନବ ଅଧିକାର ଆୟୋଗ (ଓଏଚ୍‌ଆରସି) ଅଫିସ୍‌। ଅଫିସ୍‌ର କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ କାର୍ଯ୍ୟାଳୟକୁ ଜାନୁଆରୀ ୨୫ ଯାଏ ବନ୍ଦ କରାଯାଇଛି। ଓଏଚ୍‌ଆରସି ଏକ ବିଜ୍ଞପ୍ତିରେ ଦର୍ଶାଇଛି ଯେ ଅଫିସ୍‌ ଷ୍ଟାଫ୍‌ଙ୍କ ମଧ୍ୟରେ କରୋନା ପଜିଟିଭ ମାମଲା…

ବଞ୍ଚିଛି ମାନବିକତା, ବଳକା ଅର୍ଥ ଫେରାଇଲେ ମୃତ ଅଭିଷେକଙ୍କ ପତ୍ନୀ

ଭଦ୍ରକ: ଏବେ ବି ବଞ୍ଚିଛି ମାନବିକତା । ଦିନ ଥିଲା କରୋନା ଜନିତ ଚିକିତ୍ସା ପାଇଁ ସମସ୍ତଙ୍କର ସହାୟତା ମାଗିଥିଲେ । କିନ୍ତୁ ଚିକିତ୍ସା ପରେ ମଧ୍ୟ ସ୍ୱାମୀଙ୍କ ଜୀବନ ବଞ୍ଚାଇ ପାରିଲେ ନାହିଁ ଡାକ୍ତର । ଆଉ ସମସ୍ତଙ୍କ ସହାୟତା କିଛି କାମରେ ଲାଗିଲା । କିନ୍ତୁ ଏବେ ସ୍ୱାମୀଙ୍କ ଚିକିତ୍ସା…

ଅନୁଗୁଳ କୋର୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଅନୁଗୁଳ : ଅନୁଗୁଳରେ କରୋନା ସଂକ୍ରମଣ ହାର ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଅନୁଗୁଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା କୋର୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ସୂଚନା ଅନୁସାରେ ଅନୁଗୁଳ କୋର୍ଟରୁ ୧୨ ଜଣ ସଂକ୍ରମିତ ହୋଇଥିବା ନେଇ ଓକିଲ ସଂଘ ସଭାପତି କହିଛନ୍ତି ।…