Latest Odisha News

BREAKING NEWS

ବଜ୍ରକାପ୍ତା ଡିଲ୍ କରିବା ପଡିଲା ମହଙ୍ଗା , ବିଜେପି ନେତା ଗିରଫ

ମୟୁରଭଞ୍ଜ : ବଜ୍ରକାପ୍ତା ଡିଲ୍ କରିବା ପଡିଲା ମହଙ୍ଗା । ବଜ୍ରକାପ୍ତା ଡିଲ୍ ବେଳେ ଧରାପଡିଲେ ଜେଏମଏମର ପୂର୍ବତନ ବିଧାୟକ ପ୍ରାର୍ଥୀ ବର୍ତ୍ତାମାନର ବିଜେପି ନେତା ଦିଲ୍ଲୀର ନାୟକ ।ଦେବଗଡ ବାରକୋଟା ଥାନା ଝୁମ୍ପୁରା ଜଙ୍ଗଲ ନିକଟରୁ ବଜ୍ରକାପ୍ତା ବିକ୍ରି ପାଇଁ ୧୫ ଲକ୍ଷ ଟଙ୍କା ଡିଲ୍ ବେଳେ…

[ଭିଡିଓ] କଟକ ବଡ ମେଡିକାଲ ପରିସରରେ ଅଗ୍ନିକାଣ୍ଡ , ହୁତୁ ହୁତୁ ହୋଇ ଜଳିଲା ଟ୍ରାନ୍ସଫରମର

କଟକ : କଟକ ବଡ ମେଡିକାଲ ପରିସରରେ ଅଗ୍ନିକାଣ୍ଡ । ମେଡିକାଲ ପରିସରରେ ସ୍ତ୍ରୀ ଓ ପ୍ରସୂତି ବିଭାଗର ଗେଟ୍ ସମ୍ମୁଖରେ ଏକ ଇଲେକ୍ଟ୍ରି ଟ୍ରାନ୍ସଫରମରରେ ହଠାତ୍ ନିଆଁ ଲାଗି ଯାଇଥିଲା । ଟ୍ରାନ୍ସଫର୍ମରଟି ହଠାତ୍ ହୁତୁ ହୁତ ହୋଇ ଜଳିବା ଯୋଗୁଁ ସାଧାରଣ ଲୋକ ଆତଙ୍କିତ ହୋଇଯାଇଥିଲେ । ପରେ ଖବର ପାଇ…

ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଢିଙ୍କିଆରେ ପୁଣି ଜନଶୁଣାଣି, ପୁଲିସ-ଗାଁ ଲୋକେ ମୁହାଁମୁହିଁ

ଜଗତସିଂହପୁର : ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଢିଙ୍କିଆରେ ପୁଣି ଜନଶୁଣାଣି ।  ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜେଏସଡବ୍ଲୁ ପ୍ରକଳ୍ପକୁ ନେଇ ଆଜି ଢ଼ିଙ୍କିଆରେ ୨ୟ ଥର ଆରମ୍ଭ ହୋଇଛି ଜନ ଶୁଣାଣି । ଢ଼ିଙ୍କିଆ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆୟୋଜିତ ଏହି ଜନ ଶୁଣାଣିରେ ଢ଼ିଙ୍କିଆ ପଂଚାୟତର …

[ଦେଖନ୍ତୁ ଭିଡିଓ] ଆଧୁନିକ ଓଡ଼ିଶାର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ

ଭୁବନେଶ୍ୱର : ବିଜୁ ପଟ୍ଟନାୟକ  .... ଓଡିଆ ମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା । ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି । ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ ସମସ୍ତଙ୍କ ହୃଦୟରେ ଏବେ ବି ନିଜ ପାଇଁ ସ୍ୱତନ୍ତ୍ର ଜାଗା…

ଫସିଥିବା ଲୋକଙ୍କୁ ଉଦ୍ଧାର ପାଇଁ ୟୁକ୍ରେନରେ ଯୁଦ୍ଧ ବିରତି ଘୋଷଣା କଲା ଋଷ୍

ଦିଲ୍ଲୀ : ଋଷ୍ ୟୁକ୍ରେନ ମଧ୍ୟରେ ଜାରି ରହିଛି ଘମାଘୋଟ ଲଢେଇ । ଏହି ଲଢେଇ ମଧ୍ୟରେ ୟୁକ୍ରେନରେ ଫସିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଅସ୍ତ୍ରବିରତି ଘୋଷଣା କରିଛନ୍ତି  ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ୟୁକ୍ରେନର ଦୁଇ ସହରରରେ ଅସ୍ତ୍ର ବିରତି ଘୋଷଣା କରିଛି ଋଷ୍ । ଭାରତୀୟ ସମୟ…

ପ୍ରବାଦ ପୁରୁଷ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ…

୩ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ରାଜ୍ୟର ୩ ମହାନଗର ନିର୍ବାଚନ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁଲୋଚନା ଦାସଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୁଲୋଚନା ଦାସ ଏବେ ଭିନ୍ନକ୍ଷମ କମିସନର ଅଧ୍ୟକ୍ଷ ଅଛନ୍ତି । ସେହିପରି ବ୍ରହ୍ମପୁର…

ଭୁବନେଶ୍ୱର ,କଟକ ଓ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ବିଜେଡି ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା । ଭୁବନେଶ୍ୱର ମହାନଗର ନିଗମରୁ ସୁଲୋଚନା ଦାସ ହେଲେ ମେୟର ପ୍ରାର୍ଥୀ । ବ୍ରହ୍ମପୁର ମହାନଗର ନିଗମରୁ ସଂଘମିତ୍ରା ଦଳେଇ ଓ କଟକରୁ ସୁବାସ ସିଂ ହେଲେ ବିଜେଡିର ମେୟର ପ୍ରାର୍ଥୀ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ପାଳିତ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ଭୁବନେଶ୍ବରରେ ଥିବା ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଛି। ଏଥିରେ ଦଳର ବରିଷ୍ଠ ନେତା ଦେବୀ ମିଶ୍ର, ସଞ୍ଜୟ ଦାସବର୍ମା, ଅଶୋକ ପଣ୍ଡା, ପ୍ରସନ୍ନ ପାଟଶାଣୀଙ୍କ ସମେତ ବହୁ ବିଧାୟକ ଯୋଗ ଦେଇଥିଲେ। ସେହିପରି ଫରେଷ୍ଟ…

ମୁଁ ୟୁକ୍ରେନରେ ଅଛି : ଜେଲିଂସ୍କି

କୀଭ: ୟୁକ୍ରେନ ରାଷ୍ଟ୍ରପତି ଭୋଲେଡିମିର ଜେଲେଂସ୍କି ପୋଲାଣ୍ଡ ଖସି ପଳାଇଥିବା ନେଇ ଖବର ପ୍ରକାଶ ପାଇଥିଲା । ତେବେ ଏହାକୁ ଖଣ୍ଡନ କରି ଜେଲେଂସ୍କି । ସେ କହିଛନ୍ତି ମୁଁ ଗୁପ୍ତ ବଙ୍କରରେ ସୁରକ୍ଷିତ ଅଛି । ରୁଷିଆର କିଲର ଗ୍ରୁପ ମୋତେ ମାରିବା ପାଇଁ ଖୋଜି ବୁଲୁଛନ୍ତି । ସେମାନେ ୩ଥର ଉଦ୍ୟମ…