ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ୧୦,୮୫୬ ପଜିଟିଭ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୦ରୁ ୧୮ ବର୍ଷ ଭିତରେ ୧୦୨୧ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୨୯୩ ଜଣ କ୍ବାରେଣ୍ଟାଇନ୍ରୁ ଥିବା ବେଳେ ଲୋକାଲ କେସ୍ ରହିଛି ୪୫୬୩୧।
ଅନୁଗୁଳରୁ ୧୦୪, ବାଲେଶ୍ବରରୁ ୩୨୬,…