ଆଇସିସି ମହିଳା ବିଶ୍ୱକପ: ସାଥୀ ଖେଳାଳିଙ୍କୁ କରୋନା ହେଲେ ୯ଜଣଙ୍କୁ ନେଇ ପଡିଆକୁ ଓହ୍ଲାଇପାରିବ ଟିମ
ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଆଗାମୀ ମହିଳା ବିଶ୍ୱକପ ପାଇଁ କେତେକ ନୂତନ ନିୟମ ଲାଗୁ କରିଛି । ସେଗୁଡିକ ମଧ୍ୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ଯଦି କୌଣସି ଟିମର ଏକାଧିକ ଖେଳାଳିଙ୍କୁ କରୋନା ହୁଏ ତାହାହେଲେ ୯ଜଣଙ୍କୁ ନେଇ ସେମାନେ ପଡିଆକୁ ଓହ୍ଲାଇପାରିବେ । ୧୯ ବର୍ଷରୁ…