ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଚାଲିଗଲା ୪ଜଣଙ୍କ ଜୀବନ, ଦୁଇ ଗୁରୁତର
ବରଗଡ଼: ବରଗଡ଼ ଜିଲ୍ଲା ଗୋଡଭଗାରୁ ସୋନପୁର ରାସ୍ତାର ଭେଡେନ ଥାନା ରୁଷୁଡା ଫାଣ୍ଡି ଅନ୍ତର୍ଗତ ମେହେନା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ବୋଲେରୋ ଏବଂ ବିପରୀତ ଦିଗରୁ ଆସୁଥିବା ୨ଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ଅନ୍ୟ…