ଉନ୍ମୋଚିତ ହେଲା ବିଜୟଲକ୍ଷ୍ମୀ ମହାନ୍ତି ପଟ୍ଟନାୟକଙ୍କର ‘ପଞ୍ଚସତୀ ଓ ଅନ୍ୟମାନେ’
ଭୁବନେଶ୍ୱର : ଖଣ୍ଡକାବ୍ୟ ସାରସ୍ୱତ ଅନୁଷ୍ଠାନ ପକ୍ଷରୁ ବିଜୟଲକ୍ଷ୍ମୀ ମହାନ୍ତି ପଟ୍ଟନାୟକଙ୍କର 'ପଞ୍ଚସତୀ ଓ ଅନ୍ୟମାନେ' ଖଣ୍ଡକାବ୍ୟ ଲୋକାର୍ପିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହୃଷିକେଶ ମଲ୍ଲିକ ଏହି କାବ୍ୟଖଣ୍ଡର ମୁଖବନ୍ଧ ଲେଖିଛି ।
ଏହି ସାରସ୍ୱତ କାର୍ଯ୍ୟକ୍ରମରେ…