Latest Odisha News

BREAKING NEWS

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ତ୍ରୁଟିକୁ ନେଇ ଗୃହମନ୍ତ୍ରଣାଳୟ ପକ୍ଷରୁ କମିଟି ଗଠନ

ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟିକୁ ନେଇ ରାଜନୈତିକ ମାହଲ ସରଗରମ ହେବାରେ ଲାଗିଛି । ଗୋଟେପଟେ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟିକୁ ନେଇ ପଞ୍ଜାବ ସରକାରଙ୍କୁ ଟାର୍ଗେଟ କରୁଛି ବିଜେପି । ଅନ୍ୟପଟେ ପଞ୍ଜାବ ସରକାର କହିଛନ୍ତି କି ସୁରକ୍ଷା…

ରାଜ୍ୟରେ କୋଭିଡ ମୁକାବିଲା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର : ସମ୍ଭାବ୍ୟ କୋଭିଡ୍ ଲହରର ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଜିଲ୍ଲା, ପୌରାଞ୍ଚଳ ଏବଂ ହସପିଟାଲ ସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରୁ ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ…

ମାଓବାଦୀ ପ୍ରଜାକୋର୍ଟରେ ତିନିଜଣଙ୍କୁ ମୃତ୍ୟୁଦଣ୍ଡ

ମାଲକାନଗିରି: ପ୍ରତିଦିନ ସାମ୍ନାକୁ ଆସୁଛି ମାଓ ଶିବିର ଠାବ ଖବର ସାଙ୍ଗକୁ ଏନ୍‌କାଉଣ୍ଟର୍ ଘଟଣା । ତଥାପି ଚୁପ୍ ବସିନାହାଁନ୍ତି ମାଓ ସଙ୍ଗଠନ । ଖାସ କରି ଓଡିଶାର ମାଲକାନଗିରି ଓ ଛତିଶଗଡ ରାଜ୍ୟରେ ସକ୍ରିୟ ରହିଛନ୍ତି ଲାଲ ବାହିନୀ । ଆଜି ପ୍ରଜାକୋର୍ଟରେ ତିନିଜଣଙ୍କୁ ଇନ୍‌ଫର୍ମର୍ ସନ୍ଦେହରେ…

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର : ଅତ୍ୟାଧୁନିକ ବଗି ବିଶିଷ୍ଟ ପୁରୀ -ହାତିଆ ତପସ୍ବିନୀ ଏକ୍ସପ୍ରେସର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଭୁବନେଶ୍ବର ରେଳ ଷ୍ଟେସନରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ୧୨ଟି ଜିଲ୍ଲାର ଯାତ୍ରୀ ସୁବିଧା…

ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ନବୀନ ଜିନ୍ଦଲ

ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ଚେୟାରମ୍ୟାନ୍ ନବୀନ ଜିନ୍ଦଲ ବୁଧବାର ଓଡିଶାର ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ସାକ୍ଷାତ କରି ଜେଏସପିଏଲ ଅନୁଗୁଳ ଇସ୍ପାତ କାରଖାନାର କ୍ଷମତା ବାର୍ଷିକ ୨୫.୨ ନିୟୁତ ଟନକୁ ବୃଦ୍ଧି ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ…

‘ଦିବଙ୍ଗତ ବିଜେପି ନେତା କୁଳମଣି ଓ ଦିବ୍ୟସିଂହ ବାବୁଙ୍କ ପରିବାରକୁ ନ୍ୟାୟ କେବେ ମିଳିବ ?

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ଘଟଣାର ବର୍ଷେ ବିତିଯାଇଥିଲେ ମଧ୍ୟ ବିଜେପି ନେତା ସ୍ୱର୍ଗତ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ପରିବାର ଓ ତାଙ୍କୁ ଭଲ ପାଉଥିବା ଲୋକମାନେ ଏବେ ବି ନ୍ୟାୟ ଅପେକ୍ଷାରେ ଅଛନ୍ତି । ଏହି ଘଟଣାରେ ନିରପେକ୍ଷ ତଦନ୍ତ କରି ପ୍ରକୃତ ଦୋଷୀଙ୍କ ବିରୋଧରେ କେବେ ଦୃଢ଼…

୨୦୨୧ ମସିହା ପାଇଁ ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ସର୍ବଭାରତୀୟ ସ୍ତରରେ ପ୍ରଥମ

ଭୁବନେଶ୍ବର : ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥାକୁ ୨୦୨୧ ମସିହାର ସର୍ବଭାରତୀୟ ସ୍ତରରେ ‘ସର୍ବଶ୍ରେଷ୍ଠ ଅଗ୍ନିଶମ ସେବା ସଂସ୍ଥା’ ଭାବରେ ବିବେଚନା କରାଯାଇଛି । ଦିଲ୍ଲୀର ନୋଇଡାରେ ଡିସେମ୍ବର ୨ରୁ ୫ ତାରିଖ ପର୍ଯ୍ୟନ୍ତ Institution Of Fire Engineers (India) ଦ୍ବାରା ଆୟୋଜିତ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ବିଭ୍ରାଟ: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୨୭ ଆଇପିଏସ ଅଧିକାରୀ

ନୂଆଦିଲ୍ଲୀ: ପଂଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି । ୨୭ ଆଇପିଏସ ଅଧିକାରୀ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଏ ନେଇ ପତ୍ର ଲେଖିଛନ୍ତି । ଏହି ମାମଲାକୁ ଗୁରୁତ୍ୱ ସହକାରେ ନେବା ପାଇଁ ସେମାନେ ଅନୁରୋଧ…

ରାମନାଗୁଡାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ

ରାୟଗଡା: ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଚାକୁଣ୍ଡା ହାଟପଦା ଠାରେ କଂଗ୍ରେସ କର୍ମୀ ସମ୍ମୀଳନୀ ଅନୁଷ୍ଠିତହୋ ଇଯାଇଛି। ଏଥିରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲ୍ଲାକା, ଜିଲ୍ଲା କଂଗ୍ରେସ…

ରାଜ୍ୟରେ ସଂକ୍ରମଣ ବୃଦ୍ଧି ନେଇ ‘ଶିଶିର ସରସ’ ମେଳାକୁ ବନ୍ଦ କଲା ବିଏମସି

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ବୃଦ୍ଧି କାରଣରୁ ବନ୍ଦ ହେଲା ଶିଶିର ସରସ ମେଳା । ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡିଆରେ ଚାଲିଥିବା ଶିଶିର ସରସ ମେଳାକୁ ବନ୍ଦ କଲା ବିଏମସି । ପ୍ରବଳ ଗହଳି ହେଉଥିବାରୁ ବିଏମସି ପ୍ରଦର୍ଶନୀ ପଡିଆ ମୁଖ୍ୟ ଦ୍ୱାରରେ ବନ୍ଦ କରିବା ନେଇ ପୋଷ୍ଟର ଲଗାଇଛି । ମେଳା…