ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା, ମ୍ୟାନ୍ଗ୍ରୁଭ୍ ନର୍ସରୀ ସାଙ୍ଗକୁ ମ୍ୟୁଜିୟମ୍ର ନେବେ…
କେନ୍ଦ୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ ଅଛନ୍ତି। ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା । ପର୍ଯ୍ୟଟକମାନେ…