Latest Odisha News

BREAKING NEWS

ସିନେମା ହଲ୍‌ ଖୋଲିବାକୁ ଦିଲ୍ଲୀ ସରକାରଙ୍କୁ କରଣଙ୍କ ନିବେଦନ

ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଦିଲ୍ଲୀ ଏବଂ ମହାରାଷ୍ଟ୍ରରୁ ସର୍ବାଧିକ ମାମଲା ରିପୋର୍ଟ ହୋଇଛି। ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଡିସେମ୍ବର ୨୮ ରେ ସିନେମା ହଲ, ପ୍ରେକ୍ଷାଳୟ ଏବଂ ମଲ୍ଟିପ୍ଲେକ୍ସ…

ଦେଶରେ ୧୦୦୦ ଟପିଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା ଓମିକ୍ରନ୍ ଭାରିଆଣ୍ଟ୍‌ର ୧୨୭୦ଟି ନୂତନ ମାମଲା ରିପୋର୍ଟ ହୋଇଛି। ମହାରାଷ୍ଟ୍ରରେ ଓମିକ୍ରନ୍‌ ମାମଲା ସର୍ବାଧିକ ରହିଛି। ୧୦୦୦ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହା ପଛକୁ ରହିଛି ଦିଲ୍ଲୀ। ମହାରାଷ୍ଟ୍ରରେ ବର୍ତ୍ତମାନ ସୁଦ୍ଧା ୪୫୦…

ଓମିକ୍ରନ୍‌ ଭୟ; ଚିନ୍ତାରେ କେନ୍ଦ୍ର ସରକାର; ୮ ରାଜ୍ୟକୁ ସତର୍କ ସୂଚନା

ନୂଆଦିଲ୍ଲୀ: ନୂତନ କୋଭିଡ-୧୯ ମାମଲାରେ ତୀବ୍ର ବୃଦ୍ଧି ଘଟିବା ପରେ କେନ୍ଦ୍ର ସରକାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଟେଷ୍ଟିଂ ବୃଦ୍ଧି କରିବାକୁ ଡାକ୍ତରଖାନାର ପ୍ରସ୍ତୁତିକୁ ଦୃଢ କରିବାକୁ ଏବଂ ଟିକାକରଣକୁ ବୃଦ୍ଧି କରିବାକୁ କହିଛନ୍ତି। ଭାରତରେ ଗୁରୁବାର ୧୬,୫୭୪ ନୂତନ ମାମଲା…

ଚେନ୍ନାଇରେ ପ୍ରବଳ ବର୍ଷା; ସ୍କୁଲ, କଲେଜ, ଅଫିସ୍‌ ବନ୍ଦ

ଚେନ୍ନାଇ: ଚେନ୍ନାଇ, ତିରୁଭାଲୁର, କାଞ୍ଚିପୁରମ୍, ଏବଂ ଚେଙ୍ଗଲପେଟ୍ଟୁ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ସ୍କୁଲ ବନ୍ଦ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ଏହି ସମୟରେ ଜରୁରୀକାଳୀ ସେବାକୁ ଅନୁମତି ଦିଆଯିବା ନେଇ କୁହାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା…

ଆଜିଠୁ ବଦଳିବ ପାଗ, ପୁଣି ଫେରିବ ଶୀତ

ଭୁବନେଶ୍ୱର: ପୁଣି ଫେରିବ ଶୀତ । ଆଜିଠୁ ରାଜ୍ୟରେ ବଦଳିବ ପାଗ । ଥଣ୍ଡା କମିଥିବାରୁ କିଛିଦିନ ଲୋକେ ଆଶ୍ୱସ୍ତି ଥିଲେ । ନୂଆବର୍ଷରୁ ପୁଣି ଲେଉଟିବ ହାଡ଼ଭଙ୍ଗା ଶୀତ । ରାଜ୍ୟକୁ ଶୀତ ଫେରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଘନ କୁହୁଡ଼ି ଦେଖାହେବ । ଓଡ଼ିଶାକୁ ଆସୁଥିବା…

ବିହାରରେ ପ୍ରଥମ ଓମିକ୍ରନ୍‌ ମାମଲା ଚିହ୍ନଟ

ପାଟନା: ପାଟନାର ଜଣେ ୨୬ ବର୍ଷିୟା ଯୁବକ ଓମିକ୍ରନ୍‌ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଯୁବକ ଜଣକ ନିକଟରେ ଦିଲ୍ଲୀ ଯାଇ ବିଦେଶରୁ ଫେରିବା ପରେ ଜଣେ ସମ୍ପର୍କୀୟଙ୍କୁ ଭେଟିଥିଲେ। ସେ ଓମିକ୍ରନ୍ ସଂକ୍ରମିତ ହୋଇଥିବା ଜଣାପଡିଛି। ରାଜ୍ୟ ସ୍ୱାସ୍ଥ୍ୟ ସମାଜର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ…

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଦିନ ୧୨ଟା ୩୦ରେ ଭର୍ଚୁଆଲ ମାଧ୍ୟମରେ ବୈଠକ କରାଯିବ ବୋଲି ଜଣାପଡ଼ିଛି । ଆଗକୁ ପଞ୍ଚାୟତ ନିର୍ବାଚନ ରହିଛି । ଏହି ସମୟରେ ବୈଠକ ବସୁଥିବାରୁ ନୂଆ ବର୍ଷ ଓ ପଞ୍ଚାୟତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୪୩  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନବେଦୀରେ ସପ୍ତାବରଣ ମୂର୍ତ୍ତିଙ୍କ ଉପସ୍ଥିତି ବିଷୟରେ ଆଗରୁ ଆଲୋଚନା ହୋଇଛି । ବର୍ତ୍ତମାନ ଅଣବସର ସମୟରେ ଦଶlବତାର ଠାକୁରଙ୍କୁ ଜାଣିବା । କୋଠ…

ଧାରାବାହିକ ଉପନ୍ୟାସ : ଦେବୀ ( ୩୦)

କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୩୦  ଦେବ ତାକୁ ପାଣି ମାଗୁଛନ୍ତି ଏହା ଦେବୀ ପାଇଁ ଥିଲା ଏକ ଅବିଶ୍ଵାସନୀୟ ସତ୍ୟ। ସେ ପ୍ରଥମେ ବୁଝିପାରିଲା ନାହିଁ ପାଣି କଣ! ତାକୁ ନେଇ ଜଣେ କରିବ କଣ! ସେ କାହିଁକି ପାଣି ଦେବ!! ଅତିଶଯ୍ୟ ଆନନ୍ଦ ତାକୁ ଅନ୍ଧ କରିଦେବ ବୋଧେ।ତାକୁ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ସିଡିପିଓ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ସିଡିପିଓ । ଅଙ୍ଗନୱାଡ଼ି ପିଲାଙ୍କ ଡ୍ରେସ କିଣା ବିଲ୍ ପାସ୍ କରିବା ପାଇଁ ଟଙ୍କା ନେଉଥିଲେ ସିଡିପିଓ । ହାତ ବଢାଇଲା ବେଳକୁ ମାଡ଼ିବସିଲା ଭିଜିଲାନ୍ସ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକର ସିଡିପିଓ ସୁଷମା ପ୍ରସାଦ ଆଜି ଭିଜିଲାନ୍ସ ହାତରେ…