ଯୋଗାଣ ମନ୍ତ୍ରୀଙ୍କଠୁ ୨୫ ଲକ୍ଷ ଠକିନେଲେ
ଭୁବନେଶ୍ୱର: ଜମି ଜାଲିଆତି ମାମଲାରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସେ ଢେଙ୍କାନାଳ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ଏହି ଘଟଣା ୨୦୨୧ ମସିହାରେ ଘଟିଥିଲା। ସେ…