IPLରେ AI ଏଣ୍ଟ୍ରି; ଜେମିନି ସହ ହାତ ମିଶାଇଲା ବିସିସିଆଇ
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ନୂଆ ପ୍ରାୟୋଜକ ହୋଇଛି ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ)।
ଆଇପିଏଲ ୨୦୨୬ ପୂର୍ବରୁ ବିସିସିଆଇ Google ର AI ପ୍ଲାଟଫର୍ମ, Gemini ସହିତ ଏକ ବଡ଼ ଚୁକ୍ତି ସ୍ୱାକ୍ଷର କରିଛି। ଆଗାମୀ ତିନି ବର୍ଷ ପାଇଁ ପ୍ରାୟୋଜକ ଭାବେ…