କାଲିଠୁ ୫ ଦିନ ବନ୍ଦ ରହିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍
ଭୁବନେଶ୍ବର : ଆସନ୍ତାକାଲିଠୁ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ନନ୍ଦନକାନନ । ପର୍ଯ୍ୟଟକଙ୍କ ପାଇଁ କାଲିଠୁ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ୫ ଦିନ ନନ୍ଦନକାନନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ନୂଆବର୍ଷରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ଭିଡ଼ ହେବାର ସମ୍ଭାବନା ରହିଛି । ଏହାସହ ନୂଆ…