Latest Odisha News

BREAKING NEWS

ଦୁର୍ଘଟଣାରେ ବଚପନ କା ପ୍ୟାର ଫେମ ଗାୟକ ସହଦେବ ଗୁରୁତର

ମୁମ୍ବାଇ: ବଚପନ ପେମ ଗାୟକ ସହଦେବ ଦିରଦୋ ଏକ ସଡକ ଦୁର୍ଘଟଣାରେ ଗୁରୁତର ଭାବେ ଆଘାତପ୍ରାପ୍ତ ହୋଇଛନ୍ତି । ତାଙ୍କ ମୁଣ୍ଡରେ ଜୋରରେ ଆଘାତ ଲାଗିଛି ଏବଂ ସେ ସଙ୍କଟାପନ୍ନ ଅବସ୍ଥାରେ ଅଛନ୍ତି । ପ୍ରାଥମିକ ଉପଚାର ପରେ ତାଙ୍କୁ ଜଗଦଲପୁରର ଡିମରାପାଲ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ପଠାଯାଇଛି ।…

ଓଡିଶା ରାଜ୍ୟ କୃଷି ବିଭାଗରେ କେନ୍ଦ୍ରୀୟ ଅନୁଦାନର ୨୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଘୋଟାଲା: ପ୍ରଦୀପ

ଭୁବନେଶ୍ୱର: କୃଷି ବିଭାଗରେ ହଜାର ହଜାର କୋଟି ଟଙ୍କା ଦୁର୍ନୀତି ପଛରେ ବିଭାଗୀୟ ମନ୍ତ୍ରୀ, ସଚିବଙ୍କ ସମେତ ଶାସକ ଦଳର ବହୁ ନେତାଙ୍କ ପ୍ରତ୍ୟକ୍ଷ ସଂପୃକ୍ତି ରହିଛି । କୃଷି ବିଭାଗର ଉଦ୍ୟାନ କୃଷିରେ ହୋଇଥିବା ଘୋଟାଲା ଏକ ଜ୍ୱଳନ୍ତ ଉଦାହରଣ । ରାଷ୍ଟ୍ରୀୟ ବିକାଶ ଯୋଜନା ଅଧିନରେ ଏବଂ ବିଭିନ୍ନ…

ପୂର୍ବତନ ବିଜେଡି ଜିଲ୍ଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କୁ ବିଜେପିରେ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବିଜେଡ଼ିର ପୂର୍ବତନ ଜିଲ୍ଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କ ସମେତ ଅନେକ ବିଜେଡ଼ି ସମର୍ଥକଙ୍କୁ ଦଳରେ ସ୍ୱାଗତ କରିଛନ୍ତି ।…

[ଭିଡ଼ିଓ] ମନାଲିରେ ମାଆ ହିଡ଼ିମ୍ବାଦେବୀଙ୍କ ମନ୍ଦିର ରହସ୍ୟ

ଭୁବନେଶ୍ୱର: କିଛି କଥା ବିଶ୍ୱାସ ନହେଲେ ବି ସତ । ଅମା ହିନ୍ଦୁ ଧର୍ମରେ କୋଟି କୋଟି ଦେବା ଦେବୀ ରହିଛନ୍ତି। ଲୋକଙ୍କ ମନରେ ଅନେକ ବି ରହିଛି ବିଶ୍ୱାସ। ହେଲେ ଏମିତକି କିଛି ସ୍ଥାନ ରହିଛି ଯେଉଁଠି ଲୋକେ ଭଗବାନ ନୁହେଁ ପୂଜା କରିଥାନ୍ତି ରାକ୍ଷସ ମାନଙ୍କୁ। ଭାରତରେ ଏଭଳି ମନ୍ଦିର ଓ…

ଝରକା ଭାଙ୍ଗି ସ୍ତ୍ରୀ ଚମ୍ପଟ, ସ୍ତ୍ରୀଙ୍କୁ ଖୋଜିଦେଲେ ୫ ହଜାର ଦେବି: ସ୍ୱାମୀ

କୋଲକାତା : ଘରୁ ସ୍ତ୍ରୀ ଛାଡ଼ି ଚାଲିଯାଇଛି । ଯିଏ ମୋ ସ୍ତ୍ରୀଙ୍କୁ ଖୋଜି ଦେବ ମୁଁ ତାଙ୍କୁ ୫ ହଜାର ଟଙ୍କା ଦେବି । ସୋସିଆଲ ମିଡ଼ିଆରେ ଜଣେ ସ୍ୱାମୀ ଏଭଳି କହିଛନ୍ତି । ସମ୍ପୃକ୍ତ ସ୍ତ୍ରୀ ସାଥୀରେ ଝିଅକୁ ନେଇ ଫେରାର ହୋଇଯାଇଛନ୍ତି । ପଶ୍ଚିମବଙ୍ଗର ପିଙ୍ଗଲରେ ଏହି ଅଜବ ଘଟଣା ଘଟିଛି ।…

ମୋ ସରକାର ସରକାରୀ କର୍ମଚାରୀଙ୍କ ବ୍ୟବହାରରେ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ସମୀକ୍ଷା । କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର…

ଇଂଲିଶ ପ୍ରିମିୟର ଲିଗରେ କରୋନା ବିସ୍ଫୋଟ

ଲଣ୍ଡନ: ଇଂଲିଶ ପ୍ରିମିୟର ଲିଗ ଫୁଟବଲ ଟୁର୍ଣ୍ଣାମେଂଟରେ ଦର୍ଶକଙ୍କ ଉପରେ କଟକଣା ନ ଲଗାଇବା ମହଙ୍ଗା ସାବ୍ୟସ୍ତ ହୋଇଛି । ପ୍ରାରମ୍ଭିକ ରିପୋର୍ଟରେ ଖେଳାଳି, ସପୋର୍ଟିଂ ଷ୍ଟାଫଙ୍କ ସମେତ ୧୦୩ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଏହା ସତ୍ୱେ ଏବେ ବି ଦର୍ଶକଙ୍କ ଏଂଟ୍ରି ଉପରେ କଟକଣା ଲଗାଯାଇ…

ଭୁବନେଶ୍ଵରରେ ଉଦ୍‌ଘାଟିତ ହେଲା ‘ଶିଶିର ସରସ’ ମେଳା

ଉଦଘାଟିତ ହେଲା 'ଶିଶିର ସରସ' ମେଳା । ଓମିକ୍ରନ ଭୟ ଥିବା ସତ୍ୱେ ମଧ୍ୟ କଟକଣା ମଧ୍ୟରେ ଜୀତୀୟ ସ୍ତରୀୟ ଶିଶିର ସରସ ମେଳା ଉଦଘାଟିତ ହୋଇଯାଇଛି । ଭୁବନେଶ୍ୱର ୟୁନିଟ୍ ୩ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ୟୁଆଲ ମାଧ୍ୟମରେ ଉଦଘାଟନ କରିଛନ୍ତି ।…

ବୋଲିଂ ବେଳେ ବୁମରାହଙ୍କ ପାଦ ମୋଡି ହୋଇଗଲା, ଡାକ୍ତରୀ ରିପୋର୍ଟକୁ ଅପେକ୍ଷା

ସେଂଚୁରିୟାନ: ଦକ୍ଷିଣ ଆଫ୍ରିକା ବିପକ୍ଷ କ୍ରିକେଟ ସିରିଜ ଅବସରରେ ଭାରତକୁ ଶକ୍ତ ଧକ୍କା ଲାଗିଛି । ଦଳର ମୁଖ୍ୟ ବୋଲର ଯଶପ୍ରୀତ ବୁମରାହ ବୋଲିଂ କଲା ବେଳେ ତାଙ୍କ ପାଦ ମୋଡି ହୋଇଯାଇଛି । ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପଡିଆ ବାହାରକୁ ନିଆଯାଇଥିଲା । ଶ୍ରେୟାଶ ଆୟାରଙ୍କୁ ବଦଳ…

ଭାରତକୁ ଅପମାନ କରିଥିଲେ ଭନ, ମଧୁର ପ୍ରତିଶୋଧ ନେଲେ ଜାଫର

ମୁମ୍ବାଇ: ଟିମ ଇଣ୍ଡିଆର ପୂର୍ବତନ ବ୍ୟାଟ୍ସମ୍ୟାନ ୱାସିମ ଜାଫର ଆଜି ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କ ମୁହଁ ବନ୍ଦ କରି ଦେଇଛନ୍ତି । ଆଶେସ ସିରିଜର ତୃତୀୟ ମ୍ୟାଚରେ ଇଂଲଣ୍ଡ ଶୋଚନୀୟ ଭାବେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଥିଲା । ଏହା ପରେ ସୋସିଆଲ ମିଡିଆରେ ଭନଙ୍କୁ ଟ୍ରୋଲ…