[ଭିଡ଼ିଓ] ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀରେ ମାଆ ବାଗଦେବୀଙ୍କୁ ଆବାହନ
ଭୁବନେଶ୍ୱର: ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଏହି ଅବସରରେ ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ପୂଜା ପାଳନ…