Latest Odisha News

BREAKING NEWS

ସଚିନଙ୍କ ରେକର୍ଡ ଭାଙ୍ଗିବା ପାଇଁ କୋହଲିଙ୍କୁ ଦରକାର ୬ରନ

ଅହମ୍ମଦାବାଦ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଆଉ ୬ରନ ସଂଗ୍ରହ କଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ । ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ କୋହଲି ଭାରତୀୟ ମାଟିରେ କମ ମ୍ୟାଚରେ ୫୦୦୦ ରନ ହାସଲ କରିବା ଗୌରବ ଅର୍ଜନ କରିବେ ।…

ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି, ଧରାଇଦେଲା ସ୍ତ୍ରୀର ଆଧାର କାର୍ଡ

ଭୁବନେଶ୍ୱର: ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି କରିବା ଜଣେ ୪୧ ବର୍ଷୀୟ ବ୍ୟକ୍ତିଙ୍କୁ ମହଙ୍ଗା ପଡିଛି । ବ୍ୟକ୍ତି ଜଣକ ହୋଟଲରେ ରହିବା ପାଇଁ ବ୍ୟବହାର କରିଥିଲେ ନିଜ ସ୍ତ୍ରୀର ଆଧାର କାର୍ଡ । ବାସ୍ ଏହି ଭୁଲ୍ ପାଇଁ ବ୍ୟକ୍ତି ଜଣକ ନିଜ ସ୍ତ୍ରୀ ହାତରେ ଧରାପଡିଥିଲେ । ମହାରାଷ୍ଟ୍ର ପୁଣେରେ…

ମିଷ୍ଟର ମମିରେ ଏକତ୍ର ଅଭିନୟ କରିବେ ରିତେଶ, ଜେନେଲିୟା

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଦମ୍ପତି ଭାବେ ପରିଗଣିତ ରିତେଶ ଦେଶମୁଖ ଓ ଜେନେଲିୟା ଦେଶମୁଖ ପୁନର୍ବାର ରିଲ ଲାଇଫରେ ଏକତ୍ର ଅଭିନୟ କରିବେ । ଭୂଷଣ କୁମାରଙ୍କ କମେଡି ଫିଲ୍ମ ମିଷ୍ଟର ମମିର ନିର୍ଦ୍ଦେଶନା ଦାୟିତ୍ୱ ଶାଦ ଅଲୀଙ୍କୁ ଦିଆଯାଇଛି । ଗୁଲଶନ କୁମାର ଓ ଟିସିରିଜ ପକ୍ଷରୁ ପ୍ରସ୍ତୁତ…

[ଭିଡିଓ] ସ୍କୁଲ ଗ୍ରୀଲ୍‌ରେ ଫସିଗଲା ଯୁବକଙ୍କ ଗଳା, ଆଉ ତା ପରେ…

ଭୁବନେଶ୍ୱର: ସ୍କୁଲ କ୍ୟାମ୍ପସରେ ରେକି କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି । ସ୍ଲାଇଡିଂ ଗ୍ରୀଲରେ ମୁଣ୍ଡ ଗଳାଇ ସ୍କୁଲର କାର୍ଯ୍ୟକଳାପ ଦେଖିବାକୁ ଯୁବକ ଜଣକ ଚେଷ୍ଟା କରିଥିଲେ । ହେଲେ ଭିତରେ କ’ଣ ଚାଲିଛି ଦେଖିବା ପୂର୍ବରୁ ଗ୍ରୀଲରେ ଫସିଯାଇଥିଲା ଗଳା । ଗତକାଲି ମଧ୍ୟପ୍ରଦେଶ…

ନାଇଜେରିଆରେ ତୈଳବାହୀ ଜାହଜରେ ନିଆଁ, ସମୁଦ୍ରରେ ମିଶୁଛି ବ୍ୟାରେଲ ବ୍ୟାରେଲ ତୈଳ

ଆବୁଜା: ନାଇଜେରିଆରେ ଟ୍ରିନିଟି ସ୍ପିରିଟ ନାମକ ଏକ ଜାହଜ ସମୁଦ୍ର ମଧ୍ୟରେ ନିଆଁ ଲାଗି ବିସ୍ଫୋରଣ ହେବା ଫଳରେ ବଡ ଧରଣର ପରିବେଶୀୟ ସଙ୍କଟ ସୃଷ୍ଟି ହୋଇଛି । ବିସ୍ଫୋରଣ ଯୋଗୁ ବ୍ୟାରେଲ ବ୍ୟାରେଲ ତେଲ ସମୁଦ୍ରରେ ମିଶୁଛି । ଏକ୍ସପ୍ଲୋରେସନ ଆଣ୍ଡ ପ୍ରଡକ୍ସନ କମ୍ପାନୀର ଜାହଜରେ ହଠାତ ନିଆଁ ଲାଗି…

[ଭିଡିଓ] ସାମ୍ବାଦିକତାରୁ ରାଜନୀତି : ଘର ଘର ବୁଲି ପ୍ରଚାର କରୁଛନ୍ତି ସୁଶାନ୍ତ

ନବରଙ୍ଗପୁର : ପଞ୍ଚାୟତ ନିର୍ବାଚନ ନେଇ ରାଜନୀତି ସରଗରମର ।  ଚାରିଆଡେ ଜମୁଛି ପ୍ରଚାର। ରାଜନୀତି ମୈଦାନକୁ ଓହ୍ଲାଇଛନ୍ତି ସାମ୍ବାଦିକ ।  ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ସଦର ପଞ୍ଚାୟତର ସମିତ ସଭ୍ୟ ଭାବେ ନିର୍ବାଚନ ଲଢୁଛନ୍ତି ସୁଶାନ୍ତ କୁମାର ବେହେରା ।ସାମ୍ବାଦିକ ଥିଲେ । ଗାଁ ଗହଳିର…

[ଭିଡ଼ିଓ] ସରଗରମ ରାଜନୀତି ମଇଦାନ, ଭୋଟ୍ ହାତେଇବାକୁ ପ୍ରାର୍ଥୀଙ୍କ ଟକ୍କର

ଜଗତସିଂହପୁର: ସରଗରମ ରାଜନୀତି ମଇଦାନ । ଦଳ ଦଳ ମଧ୍ୟରେ ଲାଗିଛି ଟକ୍କର । ଭୋଟ୍ ହାତେଇବାକୁ ଘର ଘର ବୁଲୁଛନ୍ତି ଆଶାୟୀ ପ୍ରାର୍ଥୀ। ସେହିଭଳି ଜଗତସିଂହପୁର ୩ ନମ୍ବର ଜୋନରେ ବିଜୁ ଜନତା ଦଳର ଜୋନ ସ୍ତରୀୟ କର୍ମୀ ସମ୍ମିଳନୀରେ ୮ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀ ମାନେ ଯୋଗ…

ମଣ୍ଡି ସମସ୍ୟାକୁ ନେଇ ବିଜେଡି ଉପରେ ବର୍ଷିଲା ବିଜେପି

ଭୁବନେଶ୍ୱର : ମଣ୍ଡି ସମସ୍ୟାକୁ ନେଇ ପୁଣି ବିଜେଡିକୁ ଟାଗଟେ କଲା ବିଜେପି । ଏନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ । ଧାନକିଣାବିକା ବେଳେ ଲକ୍ଷ ଲକ୍ଷ ଚାଷୀ ଲୁଟର ଶିକାର ହେଉଛନ୍ତି । ହେଲେ ବିଜେଡି ଅରୁଆ ଉଷୁନା ଚାଉଳ କଥା କହି…

[ଭିଡ଼ିଓ] ଜୀବନ ବଞ୍ଚାଇଲେ ଟ୍ୱିଟର ଗାର୍ଲ ଦୀପା, ଉଦ୍ଧାର ହେଲେ ନିଖୋଜ ଶ୍ରମିକ ଦମ୍ପତି

ବରଗଡ଼: ଜୀବନ ବଞ୍ଚାଇଲା ଟ୍ୱିଟର ଗାର୍ଲଙ୍କ ଗୋଟିଏ ଟ୍ୱିଟ୍ । ତେଲେଙ୍ଗାନାରୁ ଉଦ୍ଧାର ହେଲେ ନିଖୋଜ ଥିବା ପ୍ରବାସୀ ଶ୍ରମିକ ଦମ୍ପତି। ତେଲେଙ୍ଗାନାର ପେଦାପଲ୍ଲୀ ଅଞ୍ଚଳରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କ ଜୀବନ ବିପଦରେ ଥିଲା । ଠିକ୍ ସେହି ସମୟରେ ଟ୍ୱିଟର୍ ଗାର୍ଲ ଦୀପା ବାରିକଙ୍କ ଗୋଟିଏ ଟ୍ୱିଟ୍…

ଓବେସୀଙ୍କୁ ଗୁଳିମାଡ ଘଟଣାର ଖୋଲୁଛି ଗୁମର, କେନ୍ଦ୍ର ସରକାର ଦେଲେ ‘Z’ କ୍ୟାଟାଗୋରୀ ସୁରକ୍ଷା

ନୂଆଦିଲ୍ଲୀ : ଏଆଇଏମଆଇଏମ ସଭାପତି ଆସାଦୁଦ୍ଦିନ ଓବେସୀଙ୍କୁ କାର ଉପରକୁ ଗୁଳିମାଡ ଘଟଣାର ବଡ ଖୁଲାସା । ଓବେସୀ କହିଛନ୍ତି ସମସ୍ତେ ଜାଣଥିଲେ ଆମେ ମେରୁଟରୁ ଦିଲ୍ଲୀ ଯାଇଛୁ । ଅଟୋମୋବାଇବେ ଟୋଲ ପ୍ଲାଜା ନିକଟରେ ଗାଡି ସ୍ଲୋ ହୁଏ ସେହି ସମୟରେ ଆକ୍ରମଣକାରୀ ମାନେ ଗୁଳିମାଡ କରିଥିଲେ । ପ୍ରାୟ ୪…