ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା
ଭୁବନେଶ୍ୱର: ଜନଗଣନା ୨୦୨୭ କାର୍ଯ୍ୟର ଏକ ଅଂଶ ଭାବରେ ଚଳିତ ବର୍ଷ ଏପ୍ରିଲ-ମେ ମାସରେ ଓଡ଼ିଶାରେ ଘର ଗଣନା କାର୍ଯ୍ୟ କରାଯିବାର ଯୋଜନା ରହିଛି।
ରାଜସ୍ୱ ବିଭାଗ ଦ୍ୱାରା ଜାରି କାର୍ଯ୍ୟସୂଚୀ ଅନୁଯାୟୀ, ଏହି କାର୍ଯ୍ୟ ୧୬ ଏପ୍ରିଲରୁ ୧୫ ମେ, ୨୦୨୬ ପର୍ଯ୍ୟନ୍ତ ସାରା ରାଜ୍ୟରେ କରାଯିବ। ଜନଗଣନା…