୨୪ ବର୍ଷ ପରେ ରାଜ୍ୟଗୋଷ୍ଠୀ କ୍ରୀଡାକୁ ଫେରିଲା କ୍ରିକେଟ: ଭାରତ-ଅଷ୍ଟ୍ରେଲିଆ ଉଦଘାଟନୀ ମୁକାବିଲା
ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡା ୨୮ ଜୁଲାଇରୁ ୮ ଅଗଷ୍ଟ ପର୍ଯ୍ୟନ୍ତ ଇଂଲଣ୍ଡରେ ବର୍ମିଂହାମରେ ଆୟୋଜିତ ହେବ । ୨୪ ବର୍ଷ ପରେ କ୍ରିକେଟ ଏହି ପ୍ରତିଯୋଗିତାକୁ ଫେରିଛି । ୮ଟି ମହିଳା ଟିମ ଏଥିରେ ଅଂଶଗ୍ରହଣ କରିବେ । ୨୯ ଜୁଲାଇରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ତାର ଅଭିଯାନ ଆରମ୍ଭ କରିବ ।…