ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୬
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଦାରୁ ବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଆଦ୍ୟ ସ୍ୱରୂପ ବ୍ରହ୍ମ ଦାରୁଙ୍କ ଆବିର୍ଭାବ ପରେ ଅବନ୍ତୀ ନଗରର ସୂର୍ଯ୍ୟବଂଶୀ ରାଜା ଇନ୍ଦ୍ରଦ୍ୟୁମ୍ନ (ବ୍ରହ୍ମlଙ୍କ ପଞ୍ଚମ ପୁରୁଷ )ସତ୍ୟଯୁଗରେ…