ପୁରୀରେ ଫସଲ କ୍ଷୟକ୍ଷତିର ଆକଳନ କଲେ କେନ୍ଦ୍ରୀୟ ଟିମ୍
ପୁରୀ: ପୁରୀରେ କେନ୍ଦ୍ରୀୟ ଟିମ୍ । ଫସଲ କ୍ଷୟକ୍ଷତିର ଆକଳନ କଲେ କେନ୍ଦ୍ରୀୟ ଟିମ୍ । ବାତ୍ୟା ଜୱାଦ ଜନିତ ଫସଲ କ୍ଷୟକ୍ଷତି ଆକଳନ ପାଇଁ ପୁରୀ ଜିଲ୍ଲାର ବିଭିନ୍ନ ଅଂଚଳ କ୍ଷେତ୍ର ପରିଦର୍ଶନ କରିଛନ୍ତି । କେନ୍ଦ୍ରୀୟ ଟମ୍ ସହିତ ରାଜ୍ୟର ବରିଷ୍ଠ ଅଧିକାରୀ ଏବଂ ପୁରୀ ଜିଲ୍ଲାର ପ୍ରଶାସନିକ…