Latest Odisha News

BREAKING NEWS

ସିଡିଏସ ଜେନେରାଲଙ୍କ ନିଧନ ପରେ ଖୁସି ମନାଉଥିଲେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ବ୍ୟକ୍ତି, ରାଗରେ ଇସଲାମ ଧର୍ମ ଛାଡିଲେ ଅଲୀ…

ବାଙ୍ଗାଲୋର: ଚିଫ ଅଫ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା । ଏହାକୁ ନେଇ ସାରା ଦେଶ ଶୋକ ମନାଉଥିବା ବେଳେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର କିଛି ବ୍ୟକ୍ତି ଖୁସି ବ୍ୟକ୍ତ କରିଥିଲେ । ଏଥିରେ କ୍ଷୁବ୍ଧ ହୋଇ ମାଲାୟଲମ ଫିଲ୍ମର ପ୍ରତିଷ୍ଠିତ…

ବିଧାନସଭା ଶୀତକାଳୀନ ଅଧିବେସନ ମୁଲତବୀ ପ୍ରତିବାଦରେ ଶ୍ରୀମନ୍ଦିର ସମ୍ମୁଖରେ ଦୀପଦାନ କଲା ବିଜେପି

ପୁରୀ : ବିଧାନସଭାରେ ଶୀତ କାଳୀନ ଅଧିବେଶନ ମୁଲତବୀ ପ୍ରତିବାଦରେ ବିଜେପିର ସମସ୍ତ ବିଧାୟକ ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ପ୍ରଣିପାତ ଜଣାଇଛନ୍ତି । ଏଥିସହ ୧୪ ଜଣ ବିଜେପି ବିଧାୟକ ଶ୍ରୀମନ୍ଦିର ସମ୍ମୁଖରେ ଦୀପଦାନ କରି ଭଜନ ଜଣାଣ କରି ବସି ରହିବା ସହ ଅଭିନବ ପ୍ରତିବାଦ କରିଥିଲେ। ମମିତା…

ଆସାମରୁ ଉଦ୍ଧାର ହେଲା ମାରାଡୋନାଙ୍କ ଚୋରି ଘଂଟା

ନୂଆଦିଲ୍ଲୀ:ଆର୍ଜେଂଟିନାର ମହାନ ଫୁଟବଲ ଖେଳାଳି ଡିଏଗୋ ମାରାଡୋନାଙ୍କ ଚୋରି ହୋଇଥିବା ଘଂଟା ଆସାମରୁ ଉଦ୍ଧାର ହୋଇଛି । ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ସୋସିଆଲ ମିଡିଆରେ ଏ ନେଇ ସୂଚନା ଦେଇଛନ୍ତି । ମାରାଡୋନାଙ୍କ ମୃତ୍ୟୁ ୨୦୨୦ରେ ହୋଇଥିଲା । ଆସାମ ଓ ଦୁବାଇ ପୋଲିସ ମିଳିତ ଭାବେ…

[ଭିଡ଼ିଓ] କଟକରୁ ପୁଣି ଗଡ଼ିଲା ୧୪ ଟି ମୋ ବସ୍

କଟକ: ଦୀର୍ଘ ଦିନର ଦାବି ପୂରଣ ହେଲା । କଟକରୁ ପୁଣି ଗଡ଼ିଲା ସିଟି ବସ୍ । ଆଜି କଟକ ମହାନଦୀବିହାର ରୁ ଆଉ ୧୪ ଟି ମୋ ବସ୍ ସେବା ଶୁଭାରମ୍ଭ କରାଯାଇଛି । ପ୍ରତ୍ୟକ ଦିନ ସକାଳ ୬ ଟା ୨୦ ମିନିଟ ରୁ ଆରମ୍ଭ କରି ରାତି ୭ ଟା ୪୦ ମିନିଟ ପର୍ଯ୍ୟନ୍ତ ଲଗାତାର ଭାବେ ୧୪ ଟି ବସ୍ ଏହି ରାସ୍ତା ଦେଇ…

ନବରଙ୍ଗପୁରରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ନବରଙ୍ଗପୁର : ଆତ୍ମ ସମର୍ପଣ କଲେ ମହିଳା ମାଓବାଦୀ। ଛତିଶଗଡ଼ ମେନପୁର ଡିଭିଜନର ଜଣେ ହାର୍ଡକୋର ମାଓବାଦୀା ଆଜି ଆତ୍ମ ସମର୍ପଣ କରିଛନ୍ତି। ତାଙ୍କ ନାଁ କମଲେଶ୍ୱରୀ ମରେଇ ଓରଫ ଅମିଲା। ଦକ୍ଷିଣାଞ୍ଚଳ ଡିଆଇଜି ଓ ରାଜେଶ ପଣ୍ଡିତ ଏବଂ ନବରଙ୍ଗପୁର ଜିଲ୍ଲା ଏସପି ପୁରୁଷୋତ୍ତମ ଦାସଙ୍କ ନିକଟରେ…

ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଜେଡି ବିଧାୟକ ବଦ୍ରି ପାତ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡ଼ିଛି। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି। ବଦ୍ରିନାରାୟଣ ପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ସ୍ୱାସ୍ଥ୍ୟ ଅବସ୍ଥା…

[ଭିଡ଼ିଓ] ଛାତ୍ର କଂଗ୍ରେସ କର୍ମୀଙ୍କୁ ପୋଲିସର ଲାଠିଚାର୍ଜ ଘଟଣାକୁ କଂଗ୍ରେସର ପ୍ରତିବାଦ

ଭୁବନେଶ୍ବର : ଲୋୟର ପିଏମଜିରେ ଛାତ୍ର କଂଗ୍ରେସର ଆନ୍ଦୋଳନ ବେଳେ ପୋଲିସର ଲାଠିଚାର୍ଜ ପ୍ରତିବାଦ କରିଛି କଂଗ୍ରେସ । ବିଧାୟକ ନରସିଂହ ମିଶ୍ର କହିଛନ୍ତି, ଛାତ୍ର କଂଗ୍ରେସ କର୍ମୀମାନଙ୍କୁ ଗୋଡ଼େଇ ପିଟିବା ଓ ମୁଣ୍ଡ ଫଟାଇବା ଅଧିକାର ପୁଲିସକୁ ଦିଆଯାଇନି । ଦାୟିତ୍ୱରେ ଥିବା ପୁଲିସ ଅଧିକାରୀ…

ଆସନ୍ତାକାଲି ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ,ବାଣ୍ଟିବେ ସ୍ମାର୍ଟ ହେଲଥ୍ କାର୍ଡ

ବ୍ରହ୍ମପୁର :ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଯିବେ। ଗଞ୍ଜାମରେ BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁରେ ବିଭିନ୍ନ ପ୍ରକଳ୍ପର ଶୁଭାକମ୍ଭ କରିବେ। ସକାଳ ୧୦ ଟାରେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ମନ୍ଦିରରେ ମା’ ଙ୍କ ଦର୍ଶନ…

ଓଡ଼ିଶାରେ ଜୱାଦ କ୍ଷେୟକ୍ଷତିର ଆକଳନ କରିବେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର : ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ୍ । ଜୱାଦ କ୍ଷେୟକ୍ଷତିର ଆକଳନ କରିବା ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସୁଛନ୍ତି। ଏହି ଟିମ୍ ଜଗତସିଂହପୁର, କଟକ ,କେନ୍ଦ୍ରାପଡ଼ା ଯାଇ କ୍ଷୟକ୍ଷତିର ଆକଳନ କରିବାର କାର୍ଯ୍ୟକ୍ରମ ରହିଛି। ଜୱାଦ ପ୍ରଭାବିତ ଅଞ୍ଚଳର ପରିବଦର୍ଶନ କରିବା ସହ ଯାଞ୍ଚ…

ମମିତା ମେହେର ହତ୍ୟା ଘଟଣା, ୧୫ରେ ଗୋବିନ୍ଦ ସାହୁଙ୍କ ଜାମିନ ଶୁଣାଣି

କଣ୍ଟାବାଞ୍ଜି:- ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା । ଆସନ୍ତା ୧୫ରେ ହେବ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଶୁଣାଣି । କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହେବ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଜାମିନ ଶୁଣାଣି । ଗୋବିନ୍ଦ ସାହୁଙ୍କ ଓକିଲ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ…