Latest Odisha News

BREAKING NEWS

ସ୍ତ୍ରୀ ପରେପରେ ମହାନଦୀକୁ ଡେଇଁ ପଡିଲେ ସ୍ବାମୀ

କଟକ: ଜଣେ ଦମ୍ପତି ଶୁକ୍ରବାର ଦିନ ଜୋବ୍ରା ନିକଟ ମହାନଦୀକୁ ଡେଇଁ ପଡ଼ିଥିବା ନଜର ଆସିଛି। ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ। ମହିଳା ଜଣଙ୍କ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।…

ଆସନ୍ତା ୯ ତାରିଖରେ ଖୋଲିବ ଗ୍ଲୋବାଲ ଟେଣ୍ଡର ପ୍ରାଇସ୍ ବିଡ୍

ଭୁବନେଶ୍ବର : ଟିକାକରଣକୁ ବ୍ୟାପକ କରିବା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଟେଣ୍ଡରର ପ୍ରାଇସ୍ ବିଡ୍ ଆସନ୍ତା ୯ତାରିଖରେ ଖୋଲାଯିବ । ଆଜି ଗ୍ଲୋବାଲ ଟେଣ୍ଡର ପାଇଁ ବିଡ୍ ଦାଖଲର ଶେଷ ଦିନ ଥିଲା । ଯେଉଁଥିରେ ୨ଟି ସଂସ୍ଥା ଅଂଶଗ୍ରହଣ କରିଥିବା ଜଣାପଡିଛି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି…

ଭୁବନେଶ୍ବରରେ ହ୍ରାସ ପାଉଛି ସଂକ୍ରମଣ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆଜି କମିଛି ପଜିଟିଭ୍ ସଂଖ୍ୟା । ଆଜି ବିଏମସି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୭୫୩ ଜଣ ନୂଆ ସଂକ୍ରମିତ । କ୍ବାରେଣ୍ଟାଇନରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ରହିଛନ୍ତି…

ଚୀନ ତିଆରି କଲା କୃତ୍ରିମ ସୂର୍ଯ୍ୟ: ୧୨୦ ମିଲିୟନ ଡିଗ୍ରୀର ତାପମାତ୍ରା ସୃଷ୍ଟି କରି ସ୍ଥାପନ କଲା ବିଶ୍ୱରେକର୍ଡ

ବେଜିଂ: ଚୀନ ଶୁକ୍ରବାର ପୁନର୍ବାର ବିଶ୍ୱକୁ ଚକିତ କରିବାରେ ସଫଳ ହୋଇଛି । ଚୀନର ନିର୍ମିତ କୃତ୍ରିମ ସୂର୍ଯ୍ୟ ୧୦୦ ସେକେଣ୍ଡ ପର୍ଯ୍ୟନ୍ତ ୧୨୦ ମିଲିୟନ ଡିଗ୍ରୀ ତାପମାତ୍ରା ସୃଷ୍ଟି କରି ବିଶ୍ୱ ରେକର୍ଡ ସ୍ଥାପନ କରିଛି । କୌଣସି ଦେଶ କୃତ୍ରିମ ଉପାୟରେ ଏତେମାତ୍ରାର ତାପମାତ୍ରା ସୃଷ୍ଟି କରିପାରି…

କରୋନା ସକ୍ରମଣରୁ ସୁସ୍ଥ ହେଲେ ୨୦ ବର୍ଷିୟ ଯୁବକ, ଦୀର୍ଘ ଦିନ ଧରି ଥିଲେ ଭେଂଟିଲେଟରରେ

ଭୁବନେଶ୍ୱର: ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ଜଣେ ୨୦ ବର୍ଷର ଯୁବକ ପ୍ରତୀକ୍ଷ କାଦାମ୍ବାଲୁ। ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶତୃ ସହିତ ଯୁଦ୍ଧ କରିବା ପରେ ଶେଷରେ କୋଭିଡକୁ ପରାଜୟ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାୟଗଡ଼ାସ୍ଥ ମୁନିଗୁଡା ଅଂଚଳର…

ହିମାଚଳରେ ଦୃଶ୍ୟମାନ ହେଲା ସବୁଠାରୁ ବିଷଧର ସର୍ପ କିଙ୍ଗ କୋବ୍ରା

ସିରମୌର: ହିମାଚଳ ପ୍ରଦେଶର ସିରମୌର ଜିଲାରେ ଦୁନିଆର ସବୁଠାରୁ ବିଷଧର ସର୍ପ କିଙ୍ଗ କୋବ୍ରା ଦୃଶ୍ୟମାନ ହୋଇଛି । ଯାହାକୁ ନେଇ ୱାଇଲ୍ଡ ଲାଇଫ ଡିପାର୍ଟମେଂଟ ଉତ୍ସାହିତ ହୋଇ ପଡିଛନ୍ତି । ସୂଚନାଯୋଗ୍ୟ, ଫାନ୍ଦି ଗ୍ରାମର ପ୍ରବୀଣ ସିଂ ଠାକୁର ପ୍ରାତଃ ଭ୍ରମଣରେ ବାହାରିଥିଲେ । ଶିବଲିକ ପାହାଡ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର: କରୋନା ସଂକ୍ରମଣରେ ମୃତ୍ୟୁ ବରଣ କରିଥିବା ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲର ଅଧ୍ୟକ୍ଷ ବିଜୟ କୁମାର ସାହୁଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୁକ୍ରବାର ଦିନ ଅନ୍ତିମ ବିଦାୟ ଦିଆଯାଇଛି। ଶ୍ରୀ ସାହୁଙ୍କ ମୃତଦେହ ଆଜି ସକାଳ ପ୍ରାୟ ୯ ଟା ସମୟରେ ହାଇଦ୍ରାବାଦରୁ ବିଜୁ ପଟ୍ଟନାୟକ…

କରୋନାରୁ ସୁସ୍ଥ ହେଲେ ଆଉ ୧୧ ହଜାର ୩୪୭ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଏହାସହ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୨୪୭ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ…

ଓଡ଼ିଶାରେ କରୋନା ସଂକ୍ରମଣ ପିକ୍ ପାର୍ କରିଛି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ମାମଲା ଧୀରେ ଧୀରେ ଖସୁଥିବା ବେଳେ ପିକ୍ ପାର୍ କରିଛି ବୋଲି ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ ଚଳିତ ମାସର ଦ୍ୱିତୀୟ ସପ୍ତାହରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବ ବୋଲି ଆଶା…

କୋଭିଡ ଯୋଗୁଁ ଅନାଥ ପିଲାଙ୍କୁ ମିଳିବ ଭତ୍ତା

ଭୁବନେଶ୍ବର : କୋଭିଡ ଯୋଗୁଁ ରାଜ୍ୟରେ ବାପା, ମାଙ୍କୁ ହରାଇଥିବା ୧୨ ପିଲା ପାଇବେ ଭତ୍ତା । ମଧୁବାବୁ ଯୋଜନାରେ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡରେ ବାପା ମା'ଙ୍କୁ ହରାଇଥିବା ଅନାଥ ପିଲାମାନଙ୍କୁ ମଧୁବାବୁ ଯୋଜନାରେ ୬ଟି…