Latest Odisha News

BREAKING NEWS

କରୋନା ଦ୍ୱିତୀୟ ତରଙ୍ଗ ନେଲାଣି ୬୨୪ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ: କରୋନା ମହାମାରୀର ଦ୍ୱିତୀୟ ତରଙ୍ଗ ସମୟରେ ପ୍ରାୟ ୬୨୪ ଜଣ ଡାକ୍ତର ପ୍ରାଣ ହରାଇଛନ୍ତି ବୋଲି ଭାରତୀୟ ମେଡିକାଲ୍ ଆସୋସିଏସନ୍ ଆଇଏମ୍‌ଏ ର ସର୍ବଶେଷ ତଥ୍ୟରୁ ଜଣାପଡିଛି। ଆଇଏମ୍‌ଏର କୋଭିଡ୍ ରେଜିଷ୍ଟ୍ରି ଅନୁଯାୟୀ, ଦିଲ୍ଲୀରେ ୧୦୯ ସର୍ବାଧିକ ମୃତ୍ୟୁ ଘଟିଥିବା ବେଳେ ମୋଟ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଡ୍ରାଇଭର ଜୀବନ୍ତ ଦଗ୍ଧ

କାମାକ୍ଷାନଗର : ପାଉଁଶ ବୋଝେଇ ହାଇୱା ଟ୍ରକକୁ ପଛରୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ । ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାର ମହୁଲପାଳ ପଥପ୍ରାନ୍ତ ସେବା କେନ୍ଦ୍ର ସମ୍ମୁଖରେ ଘଟିଛି ଦୁର୍ଘଟଣା । ପାଉଁଶ ବୋଝେଇ ହାଇୱା ଟ୍ରକ ପଛ ପାଖରୁ ପାଉଁଶ ବୋଝେଇ ହାଇୱା ଟ୍ରକ ଧକ୍କା…

ଭଦ୍ରକରେ ଅବାଧ ଗଂଜେଇ ଚାଲାଣ, ୪ ଗିରଫ

ଭଦ୍ରକ: ପରିସୀମାରେ ବେଶ ଛୋଟ ଭଦ୍ରକ ଜିଲ୍ଲା । ହେଲେ ଏଠି ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ବେଆଇନ କାରବାର । ମାତ୍ର କିଛି ଦିନ ପୂର୍ବରୁ ବନ୍ତ ଛକରେ ବ୍ରାଉନ୍ ସୁଗାର ଓ ଆସ୍କା ଫୋର୍ଟ ମଦ ଜବତ ହୋଇଥିଲା । ହେଲେ ଗତକାଲି ଗଂଜେଇ ଚାଲାଣ କାରବାରରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଭଦ୍ରକ…

କରୋନା ମୁକାବିଲା; ସିଏମ୍‌ସି ପାଇଁ ୧୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) ଅଞ୍ଚଳରେ କୋଭିଡ୍ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିପାଇଁ ସିଏମ୍‌ସି ପୂର୍ବରୁ ୨୬,୭୧,୧୯,୧୪୪ କୋଟି ଟଙ୍କା ପାଇଥିଲା।…

ଚଢ଼ାଉ ବେଳେ ୫୫ ଗ୍ରାମ ବ୍ରାଉନ ସୁଗର ଜବତ

ଖୋର୍ଦ୍ଧା : ପୁଣି ଜବତ ହେଲା ବ୍ରାଉନ ସୁଗାର । ଖୋର୍ଦ୍ଧା ସାମନ୍ତରାପୁର ଅଞ୍ଚଳରେ ଚଢ଼ାଉ ବେଳେ ଏହି ବ୍ରାଉନ ସୁଗର ଜବତ ହୋଇଛି । ଏକ ଦାମୀ କାରରୁ ୫୫ ଗ୍ରାମ ବ୍ରାଉନସୁଗର, ତିନୋଟି ଦାମି ମୋବାଇଲ ଏବଂ ନଗଦ ୨୦ ହଜାର ୩୦୦ ଟଙ୍କା ଜବତ ହୋଇଛି । ଏହି ଅଞ୍ଚଳରେ ଦିନକୁ ଦିନ ବଢୁଛି ବ୍ରାଉନ ସୁଗର…

କୁର୍ତାର ଦାମ୍‌ ୨.୫ ଲକ୍ଷ!

ନୂଆଦିଲ୍ଲୀ: କୁର୍ତ୍ତାର ଦାମ୍‌  ୨.୫ ଲକ୍ଷରୁ ଅଧିକ। ଏହା ଅବିଶ୍ୱସନୀୟ ମନେ ହେଉଥିଲେ ବି ଏହା ସତ। ଜଣେ ଟୁଇଟର ବ୍ୟବହାରକାରୀ ଏକ ପୋଷ୍ଟରେ ଏହି ଖବରକୁ ସେୟାର କରିଛନ୍ତି। ଏହାପରେ ଏହି ପୋଷ୍ଟଟି ବେଶ୍‌ ଭାଇରାଲ ହୋଇଥିଲା। ଏହି ନିର୍ଦ୍ଦିଷ୍ଟ ଟ୍ୱିଟର ବ୍ୟବହାରକାରୀ 'ଗୁସି' ବୋଲି ଏକ…

ପରଲୋକରେ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ବିଜୟ ସାହୁ

ଭୁବନେଶ୍ୱର: ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡକ୍ଟର ବିଜୟ ସାହୁଙ୍କର ଆଜି ପରଲୋକ ହୋଇଛି । ଗତ କିଛି ଦିନ ହେଲା ସେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ଆଜିସେଠାରେ ଚିକିତ୍ସାଧୀନ…

ଏହି ଦିନ ରିଲିଜ ହେବ ତାପସୀ ପନ୍ନୁଙ୍କ ‘ହସିନ୍ ଦିଲ୍‌ରୁବା’

ମୁମ୍ବାଇ: ଜୁଲାଇ ୨ରେ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଅଭିନୀତ ଚଳଚ୍ଚିତ୍ର 'ହସିନ୍ ଦିଲ୍‌ରୁବା' ନେଟ୍‌ଫ୍ଲିକ୍ସରେ ରିଲିଜ ହେବ। ଗୁରୁବାର ଦିନ ଚଳଚ୍ଚିତ୍ରର ନିର୍ମାତା ଏ‌ ନେଇ ଘୋଷଣା କରିଛନ୍ତି। ଏଥିରେ ତାପସୀଙ୍କ ସହ ଅଭିନେତା ବିକ୍ରାନ୍ତ ମା‌ଶେ ପ୍ରମୁଖ ମୂମିକାରେ ଅଭିନୟ କରିଛନ୍ତି। ଏହି…

ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା: ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ଉଭଁରୀ ଯାତ୍ରା । ଏହି ଅବସରରେ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ…

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲେ ୟୁପି ସରକାର

ଲ‌‌କ୍ଷ୍ନୌ: ଉତ୍ତରପ୍ରଦେଶ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁବାର ଦିନ ରାଜ୍ୟରେ କରୋନାଭାଇରସ୍ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ବାତିଲ କରିଛି। ଦଶମ ଏବଂ ଏକାଦଶ ଶ୍ରେଣୀରେ ସେମାନଙ୍କର ପ୍ରଦର୍ଶନକୁ ଆଧାର କରି ଛାତ୍ରଛାତ୍ରୀମାନଙ୍କୁ…