କୁଏତରୁ ଫେରିଥିବା ଯାଜପୁରର ଦୁଇଜଣ କରୋନା ସଂକ୍ରମିତ
ଯାଜପୁର: କୁଏତରୁ ଫେରିଥିବା ଯାଜପୁର ଜିଲ୍ଲାର ଦୁଇଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ବଡ଼ଚଣା ଓ ଅନ୍ୟ ଜଣେ ବରୀ ଅଞ୍ଚଳର ବୋଲି ଜଣାପଡ଼ିଛି ।
ସୂଚନା ଅନୁସାରେ, ଗତ ନଭେମ୍ବର ୨୬ତାରିଖରେ ସେମାନେ କୁଏତରୁ ଭାରତକୁ ଆସିଥିଲେ । ସେମାନଙ୍କର ଆରଟିପିସିଆର ଟେଷ୍ଟ…