ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ! ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତାପମାତ୍ରା
ଭୁବନେଶ୍ୱର: ଆସନ୍ତାକାଲିଠୁ ପୁଣି ରାଜ୍ୟକୁ ବର୍ଷା ହେବ । ୨୧,୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଗତ କିଛି ଦିନ ହେଲା ରାଜ୍ୟରେ ପ୍ରବଳ ଶୀତ ସହ ଘନ କୁହୁଡ଼ି…