ୟୁପି ନିର୍ବାଚନ: ସୋନଭଦ୍ରର ୧୧ ଗ୍ରାମ ଶେଷ ଥର ପାଇଁ ଦେବେ ଭୋଟ
ଲକ୍ଷ୍ନୌ: ୟୁପି ନିର୍ବାଚନ ସରଗରମ ଜୋର ଧରିଥିବା ବେଳେ ସୋନଭଦ୍ରର ୧୧ଟି ଗ୍ରାମ କିନ୍ତୁ ଏହାଠାରୁ ଦୂରରେ ରହିଛି । ୟୁପିରାଜନୈତିକ ଦଳ ଏବଂ ନେତାଙ୍କ ଏହି ଗ୍ରାମଗୁଡିକ ପ୍ରତି ଏତେଟା ଆଗ୍ରହ ପ୍ରକାଶ କରୁ ନାହାନ୍ତି । ଭୋଟ ଦେବା ପ୍ରତି ଗ୍ରାମବାସୀଙ୍କ ଆଗ୍ରହ ମଧ୍ୟ ନାହିଁ । ୨୦୨୨ରେ ଶେଷ ଥର…