Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୩୧-୫-୨୦୨୧ ସୋମବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୩୧ ରିଖ ସୋମବାର ବୃଷ ୧୭ ଦିନ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର ଆଜିର ନିଷେଧ ଖାଦ୍ୟ-:…

ସାତ ରଙ୍ଗର ପାହାଡ଼ ଉଲୁରୁ

ଭୁବନେଶ୍ୱର: ଆମ ଚାରିପଟେ ଥିବା ରହସ୍ୟ ଗୁଡିକ ଉପରେ ଅଳ୍ପ ବହୁତ ଜାଣିଲେ । ହେଲେ ଏବେ ଦେଖିବା କିଛି ବିଚିତ୍ର ପାହାଡକୁ ନେଇ ଖବର । ଏ କୌଣସି ସାଧାରଣ ପାହାଡ ନୁହେଁ । ତୁୂହାକୁ ତୁହା ରଙ୍ଗ ବଦଳାଉଥିବା ପାହାଡ । ଏହାକୁ ଉଲୁରୁ ପାହାଡ ବୋଲି କୁହନ୍ତି ଜୀବ ଜନ୍ତୁ ରଙ୍ଗ ବଦଳାଉଥିବା ଆମେ…

ରଘୁନାଥଙ୍କ ବିୟୋଗରେ ତାଳଚେର ସାମ୍ବାଦିକଙ୍କ ଶୋକସଭା

ଅନୁଗୁଳ: କରୋନା ମହାମାରୀର ଦ୍ୱିତୀୟ ଲହରରେ ହଜିଗଲା ଅନୁଗୁଳର ସାମ୍ବାଦିକ ରଘୁନାଥ ସାହୁଙ୍କ ଜୀବନ । ଶୁକ୍ରବାର ତାଙ୍କ ନିଧନ ଖବର ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳାଇଦେଇଥିଲା । ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ତାଳଚେର କାର୍ଯ୍ୟରତ ସାମ୍ବାଦିକ ସଙ୍ଗଠନ ତରଫରୁ ଶୋକସଭା ଅନୁଷ୍ଠିତ ହୋଇଥିଲା…

ଜୁନ ୩ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ ବାୟୁ

ନୂଆଦିଲ୍ଲୀ : ଠିକ୍ ସମୟରେ ନୁହେଁ, ଏଥର ବିଳମ୍ବରେ କେରଳ ଛୁଇଁବ ମୌସୁମୀ ବାୟୁ । ଜୁନ୍ ପହିଲା ବଦଳରେ ଜୁନ ୩ ତାରିଖରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବରୁ ଠିକ ସମୟରେ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି…

ଆଇପିଏଲ-୨୦୨୧ର ବଳକା ମ୍ୟାଚରେ ଖେଳିବେ ନାହିଁ ପ୍ୟାଟ କୁମିନ୍ସ

ନୂଆଦିଲ୍ଲୀ: ଆଇପିଏଲ ୧୪ତମ ସଂସ୍କରଣର ବଳକା ମ୍ୟାଚ ୟୁଏଇରେ ଖେଳାଯିବ । ତେବେ ରବିବାର କୋଲକାତା ନାଇଟ ରାଇଡର୍ସକୁ ଏହାର ପ୍ରସ୍ତୁତି ନେଇ ଶକ୍ତ ଧକ୍କା ଲାଗିଛି । ଦଳର ଷ୍ଟାର ବୋଲର ପ୍ୟାଟ କୁମିନ୍ସ ୟୁଏଇରେ ବାକିତକ ମ୍ୟାଚ ଖେଳିବେ ନାହିଁ ବୋଲି କହିଛନ୍ତି । କୋଲକାତା କୁମିନ୍ସଙ୍କୁ ୨୦୨୦ରେ…

ସୁସ୍ଥ ହୋଇ ଘରକୁ ଫେରିଲେ ୧୧ ହଜାର ୮୮୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସଂକ୍ରମଣ ତୁଳନାରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏଡି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୮୮୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସାରା ରାଜ୍ୟରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ମୋଦିଙ୍କ ମନ୍ କି ବାତ୍

ଭୁବନେଶ୍ୱର: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ କି ବାତ୍ । ରେଡିଓ କାର୍ଯ୍ୟକ୍ରମ ମନ୍ କି ବାତ୍ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ବାତ୍ୟ ୟାସ୍‌ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ସଂକ୍ରମଣର ସ୍ଥିତି ଓ ଟିକା କରଣ ଉପରେ ଚର୍ଚ୍ଚା ।…

ନିରବଚ୍ଛିନ୍ନ ଅମ୍ଳଜାନ ଯୋଗାଣରେ ଆଦାନୀ ଫାଉଣ୍ଡେସନର ପ୍ରମୁଖ ଭୂମିକା

ଧାମରା : କୋଭିଡ ଭଳି ମହାମାରୀ ବିରୋଧରେ ଲଢ଼େଇ କରୁଛି ସାରା ବିଶ୍ବ । କିପରି ଏହାକୁ ରୋକାଯିବ ସେନେଇ ଜାରି ରହିଛି ଉଦ୍ୟମ । କିନ୍ତୁ ଭାରତରେ ସ୍ଥିତି ଜଟିଳ ଥିବା ବେଳେ, ଚିକିତ୍ସାରେ ସମସ୍ୟା ସୃଷ୍ଟି କରିଛି ଅମ୍ଳଜାନ । ଏଭଳି ସ୍ଥିତିରେ ସରକାରଙ୍କୁ ସମର୍ଥନ କରିବା ପାଇଁ ଆଦାନୀ ଗ୍ରୁଫର…

ରାଉରକେଲାରେ ୧୮ରୁ ୪୪ ବର୍ଷ ବର୍ଗର ଭିନ୍ନକ୍ଷମଙ୍କୁ ଦିଆଗଲା ଟିକା

ରାଉରକେଲା : ମହାମାରୀ କରୋନାକୁ ମାତ୍ ଦେବା ପାଇଁ ରାଉରକେଲା ଚାଲିଛି ଟିକାକରଣ ଅଭିଯାନ । ସହରରେ ୧୮ରୁ ୪୪ ବର୍ଷ ବର୍ଗର ଭିନ୍ନକ୍ଷମ ହିତାଧିକାରୀମାନଙ୍କୁ କୋଭିଡ୍ ଟିକା ଦିଆଯାଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ୬ଟି କେନ୍ଦ୍ରରେ ସ୍ବତନ୍ତ୍ର କ୍ୟାମ୍ପ କରାଯାଇଥିଲା। । ଆଜି ୧୪୯ ଜଣ…

କଣ ପାଇଁ ସଚିନ କହିଲେ ଏହି ୨ଜଣ ଖେଳାଳିଙ୍କ ସହ ନ ଖେଳିବା ଯୋଗୁ ମୋ ଆନ୍ତର୍ଜାତୀୟ କ୍ରିକେଟ ଅସମ୍ପୂର୍ଣ୍ଣ

ମୁମ୍ବାଇ: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ତେବେ ତାଙ୍କ ଆନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ୨ଟି ଖେଳାଳିଙ୍କ ସହ ଖେଳିବା ସୁଯୋଗ ନ ପାଇବା ଏହାକୁ ଅସମ୍ପୂର୍ଣ୍ଣ କରିଛି ବୋଲି ସେ କହିଛନ୍ତି । ସଚିନ କହିଛନ୍ତି ମୁଁ ଖେଳ ଆରମ୍ଭ…