Latest Odisha News

BREAKING NEWS

ପରଲୋକରେ ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆ

ନୂଆଦିଲ୍ଲୀ : ପରଲୋକରେ ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆ । କରୋନାରେ ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବା ସମୟରେ ୬୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ବିନୋଦଙ୍କର ମୃତ୍ୟୁ ହୋଇଥିବା ଖବର ଝିଅ ଅଭିନେତ୍ରୀ ମଲ୍ଲୀକା ଦୁଆ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ରବିବାର ଦିନ ଦିଲ୍ଲୀରେ ତାଙ୍କର…

ଚନ୍ଦ୍ରରେ ରହସ୍ୟମୟ ଘର ଠାବ କଲା ଚାଇନିଜ୍ ରୋଭର୍

ଭୁବନେଶ୍ୱର: ଚନ୍ଦ୍ରରେ ଏକ ସମ୍ଭାବ୍ୟ ଘର ଠାବ କରିଛି ଚାଇନିଜ୍ ରୋଭର୍ । ଏ ନେଇ ଏକ ଫଟୋ ସୋସିଆଲ ମିଡିଆରେ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଚାଇନାର ୟୁଟୁ-୨ ରୋଭର୍ ଖୁବଶୀଘ୍ର ଚନ୍ଦ୍ରରେ ଥିବା ଏହି ରହସ୍ୟମୟ ଘରକୁ ନେଇ ଅଧିକ ତଥ୍ୟ ସାମ୍ନାକୁ ଆଣିବ । ନ୍ୟୁଜ୍ ୯ର ରିପୋର୍ଟ ଅନୁଯାୟୀ…

କ୍ୟାଟ୍ରିନା-ଭିକିଙ୍କ ବିବାହରେ ସାମିଲ ହେବେ ୧୨୦ ଅତିଥି , ମାନିବେ ଏହି ୨ ଟି ନିୟମ

ମୁମ୍ବାଇ : ବଲିଉଡ ବିୟୁଟି କ୍ୟାଟ୍ରିନା କୈଫ୍‌ ଓ ଭିକି କୌଶଲଙ୍କ ବିବାହ ଯେତେ ପାଖେଇ ଆସୁଛି ସେତେ ନୂଆ ନୂଆ ଖବର ସାମ୍ନାକୁ ଆସୁଛି। ଭିକି-କ୍ୟାଟଙ୍କ ବିବାହରେ ସାମିଲ ହେବେ ୧୨୦ ଜଣ ଅତିଥି ଓ ଅତିଥିମାନଙ୍କୁ ଦୁଇଟି ନିୟମ ମାନିବାକୁ ପଡିବ ବୋଲି ଖବର ମିଳୁଛି। ଏହି ସବୁ ଶୁଣିବା ପରେ ଫ୍ୟାନ…

ଚାଲିପାରିଲାନି ବିଧାନସଭା, ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା

ଭୁବନେଶ୍ୱର:  ଚାଲିପାରିଲାନି ବିଧାନସଭା, ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି । ବିଧାନସଭାରେ ଚାଲିଛି ଶୀତକାଳୀନ ଅଧିବେସନ । ହେଲେ ମମିତା ମେହେର ହତ୍ୟା ମାମଲାକୁ ନେଇ ମନ୍ତ୍ରୀଙ୍କ ବହିସ୍କାର ଦାବି କରୁଛନ୍ତି ବିରୋଧୀ । ଏହାରି ମଧ୍ୟରେ ଅପରାହ୍ଣ ଅଧିବେସନରେ ବିରୋଧୀ ହଟ୍ଟଗୋଳ…

ଗାଡ଼ି ଭାଙ୍ଗିଲେ, ପୋଲିସକୁ ମାଡ଼ ମାରି ବନ୍ଧୁକ ଛଡ଼ାଇନେଲେ

ପାରାଦୀପ: ପାରାଦୀପ ଅଭୟଚାନ୍ଦପୁର ଥାନା ଢ଼ିଙ୍କିଆ ଗ୍ରାମରେ ପୋଲିସକୁ ମାଡ । ଏହାସହ ବନ୍ଧୁକ ଛଡ଼ାଇ ନେଇଛନ୍ତି ଗ୍ରାମବାସୀ । ପୋଲିସର ଦୁଇଟି ବସର କାଚ ଭାଙ୍ଗିଛନ୍ତି । ଆଇଆଇସିଙ୍କ ସମେତ ୧୧ଜଣ ପୋଲିସ ଆହତ ହୋଇଥିବା ଜଗତସିଂହପୁର ଏସପି ଅଖିଳେଶ ସିଂ ପ୍ରକାଶ କରିଛନ୍ତି । ସୂଚନା ଅନୁସାରେ,…

ଗୁଜୁରାଟରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ , ଜିମ୍ବାୱେରୁ ଫେରିଥିଲେ ସଂକ୍ରମିତ

ଗୁଜୁରାଟ :ଭାରତରେ ଓମିକ୍ରନ ଭାରିଆଣ୍ଟ  ତାର କାୟା ବିସ୍ତାର କରିବାରେ ଲାଗିଛି । କର୍ଣ୍ଣାଟକ ବେଙ୍ଗାଲୁର ପରେ ଏବେ ଗୁଜୁରାଟ ଜାମନଗରରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବ୍ୟକ୍ତି ଜଣକ ଜିମ୍ବାୱରୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ  ପକ୍ଷରୁ ସୂଚନା ମିଳିଛି।ସଂକ୍ରମିତ…

ସିସୋର କମ୍ପାନୀର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ଭୁବନେଶ୍ୱର: ସିସୋର କଂପାନୀର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ । ସିସୋର ଠାରୁ ୬ କୋଟି ନେଇଥିବା ୨ ବ୍ୟବସାୟୀଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସିସୋର ପାଇଁ ଅହମ୍ମଦାବାଦରେ ଜମି କିଣାଇ ଦେବାକୁ ଜଣେ ବ୍ୟବସାୟୀ ୫ କୋଟି ଟଙ୍କା ନେଇଥିଲେ  ।…

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ସାଉଥ ସୁପରଷ୍ଟାର କମଲ ହାସନ

ଚେନ୍ନାଇ :  କରୋନା ମହାମାରରେ ଆକ୍ରାନ୍ତ ଥିବା ସାଉଥ ସୁପରଷ୍ଟାର କମଲ ହାସନ ଏବେ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି । ଚିକିତ୍ସା ସମୟରେ ତାଙ୍କର ଆସୁ ଆରୋଗ୍ୟ କାମନା କରିଥିବା ଫ୍ୟାନ ମାନଙ୍କୁ କମଲ ହାସନ ଧନ୍ୟବାଦ ଜଣାଇଛନ୍ତି। ସେ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସା ପରେ ଆଜି ଡିସଚାର୍ଜ…

ରାଜସ୍ଥାନରୁ ବ୍ରାଉନ୍‌ସୁଗର ମାଫିଆ ଅଜବହର ଗିରଫ

ଭୁବନେଶ୍ୱର : କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ୍‌କୁ ବଡ଼ ସଫଳତା । ରାଜସ୍ଥାନରୁ ବ୍ରାଉନ୍‌ସୁଗାର ମାଫିଆ ଅଜବହରକୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ । ଗିରଫ ପରେ ରାଜସ୍ଥାନ ଯୋଧପୁରରୁ ଅଜବହରକୁ ଓଡିଶା ଆଣୁଛି ଏସ୍‌ଟିଏଫ୍‌ର ସ୍ୱତନ୍ତ୍ର ଟିମ୍‌ । ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀଙ୍କ …

ବିଦେଶୀ ଯାତ୍ରୀଙ୍କ ହୋମ୍ କ୍ୱାରେଣ୍ଟାଇନ ପାଇଁ ବିଏମସିର ସ୍ୱତନ୍ତ୍ର ଗାଇଡ଼ଲାଇନ୍

ମୁମ୍ବାଇ: ଓମିକ୍ରନ ଭାରିଏଣ୍ଟ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ(ବିଏମସି) ବିଦେଶରୁ ଆସୁଥିବା ଲୋକମାନଙ୍କ ହୋମ କ୍ୱାରେଣ୍ଟାଇନ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛି । ଗ୍ରେଟର ମୁମ୍ବାଇ ମ୍ୟୁନିସିପାଲ…