ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ତାତି ଅଚାନକ ବଢ଼ିଯାଇଛି । ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ହେଉଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଆର୍ଦ୍ରତା ୭୦ରୁ ୮୦% ପର୍ଯ୍ୟନ୍ତ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଛି। ତେବେ ବଙ୍ଗୋପସାଗରରୁ…