Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା ୨୭-୫-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୨୭ ରିଖ ଗୁରୁବାର ବୃଷ ୧୩ ଦିନ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: ସିଂହ କନ୍ୟା ଓ ମକର ରାଶି…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଜମିଛି ପାଣି , ଚାଲିଛି ପୁନରୁଦ୍ଧାର କାମ

ଭୁବନେଶ୍ୱର: ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି । କିଛି ସ୍ଥାନରେ ଲୋକେ ଜଳବନ୍ଦୀରେ ରହିଥିବା ବେଳେ ପ୍ରତି ସମସ୍ୟା ପାଇଁ ପ୍ରସ୍ତୁତ ରହିଛି ପ୍ରଶାସନ । ବାତ୍ୟା ପ୍ରଭାବିତ ମାନଙ୍କୁ ୭ ଦିନ ଯାଏ ରିଲିଫ୍ ଘୋଷଣା ହୋଇଛି ।…

ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ଚଢଉ, ୪ ମହିଳାଙ୍କ ସମେତ ୧୮ ଗିରଫ

କୁକୁଡାଖଣ୍ଡି: ବ୍ରହ୍ମପୁର ପୋଲିସ ପକ୍ଷରୁ ଆଜି ସଦର ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ର ବିହାର ଅଞ୍ଚଳରେ ଏକ ବଡ ଜୁଆ ଆଡ୍ଡା ଉପରେ ଚଢଉ ହୋଇଛି । ଚଢଉ ବେଳେ ୪ଜଣ ମହିଳାଙ୍କ ସମେତ ୧୮ ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ନଗଦ ଏକ ଲକ୍ଷ ୭ ହଜାର ୪୯୦ ଟଙ୍କା, ୧୭ଟି ମୋବାଇଲ ଓ ଦୁଇଟି…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଢେଙ୍କାନାଳର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି

କାମାକ୍ଷାନଗର: ବାତ୍ୟା ୟାସ୍ ପ୍ରଭାବ ଢେଙ୍କାନାଳ କାମାକ୍ଷାନଗରରେ ବି ଦେଖିବାକୁ ମିଳିଛି । ବର୍ଷା ସହ ପବନର ବେଗ ବଢ଼ିବାରେ ଲାଗିଛି । ଯାହାକୁ ନେଇ କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କଡା ବ୍ୟବସ୍ଥା କରାଯାଇଛି । ଭୁବନ ,କାମାକ୍ଷାନଗର ଓ କଙ୍କଡ଼ାହାଡ଼ରେ ବ୍ଲକରେ ବାତ୍ୟା ଆଶ୍ରୟସ୍ଥଳୀ…

କେନ୍ଦ୍ରୀୟ ଅର୍ଥରାଶି ୬୪୧ କୋଟି ଟଙ୍କା ବାତ୍ୟା ପ୍ରଭାବିତଙ୍କ ପାଇଁ ବ୍ୟବହାର କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ବାତ୍ୟା ୟାସ୍ ଓଡ଼ିଶାବାସୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି । ଏଥି ପାଇଁ କେନ୍ଦ୍ରରୁ ଆସିଥିବା ୬୪୧.୬ କୋଟି ଟଙ୍କାକୁ ବାତ୍ୟା ପ୍ରଭାବିତଙ୍କ ପାଇଁ ବ୍ୟବହାର କରାଯିବା ନେଇ ଆଜି ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟକୁ ଗତ ୧ତାରିଖରେ…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଲଗାଣ ବର୍ଷା ଯୋଗୁ ଜଳବନ୍ଦୀ ଲୋକେ

ଭଦ୍ରକ: ବାତ୍ୟା ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା । ତା ସହିତ ପବନ ଯୋଗୁ ଅନେକ କ୍ଷୟକ୍ଷତି ମଧ୍ୟ ହୋଇଛି । ଆଗକୁ ମଧ୍ୟ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତୁହାକୁ ତୁହା ବର୍ଷା ଛେଚୁଥିବା ବେଳେ ବିିଭିନ୍ନ ସ୍ଥାନର ତଳି ଅଞ୍ଚଳ ଗୁଡିକରେ ଅବସ୍ଥା…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ବାତ୍ୟାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବରେ ପ୍ରବଳରୁ ପ୍ରବଳ ବର୍ଷା । ଧାମରା ଓ ଆଖପାଖ ଅଞ୍ଚଳ ଗୁଡିକରେ ବହୁ କ୍ଷୟକ୍ଷତି ହୋଇଯାଇଛି । ନିକଟରେ ଥିବା ଗାଁ ଗୁଡିକ ଅମରନଗର, ରବୀନ୍ଦ୍ର ନଗର, କାନାଳି ଓ ଚାନ୍ଦିନୀପାଳରେ ପ୍ରବଳ କ୍ଷୟକ୍ଷତି ହୋଇଛି । ଲଗାଣ ବର୍ଷା ଆଉ ପବନରେ ଧାମରା ଓ ଦୋସିଙ୍ଗା…

କିମ ଜୋଙ୍ଗ ଭଉଣୀଙ୍କ ନୃଶଂସପଣିଆ

ପ୍ୟୋୟାଙ୍ଗୟାଙ୍ଗ: ଉତର କୋରିଆର ଏକଚ୍ଛତ୍ରବାଦ ଶାସନ କିମ ଜୋଙ୍ଗ ଉନଙ୍କ ନୃଶଂସପଣିଆ ଏବେ ତାଙ୍କ ଭଉଣୀ କିମ ୟୋ ଜୋଙ୍ଗଙ୍କ ନିକଟରେ ଦେଖିବାକୁ ମିଳୁଛି । କିଛି କ୍ଷମତା ପାଇବା ପରେ ସେ ଏବେ ଶୀର୍ଷ ଅଧିକାରୀଙ୍କୁ ଗୁଳି କରି ମାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟ ଅର୍ଥରେ ଯିଏ ବି ସେମାନଙ୍କ…

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାର ୬୩୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ପ୍ରତିଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦ ହଜାର ୬୩୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖଷାର୍ଦ୍ଧାରୁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବାତ୍ୟା ପ୍ରଭାବିତଙ୍କୁ ମିଳିବ ୭ ଦିନର ରିଲିଫ୍

ଭୁବନେଶ୍ବର : ବାତ୍ୟା ‘ୟାସ୍’ର ପରବର୍ତ୍ତୀ କ୍ଷୟକ୍ଷତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ପ୍ରଭାବିତ ଗ୍ରାମବାସୀଙ୍କୁ ୭ ଦିନର ରିଲିଫ୍ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ପ୍ରଭାବିତ ଜିଲ୍ଲାର ୧୨୮ଟି ଗାଁ ଜଳବନ୍ଦୀ ହୋଇ ରହିଛି । ତେଣୁ…