ପରିତ୍ୟକ୍ତ ବିୟର କ୍ୟାନ୍ରୁ ନାଗ ସାପ ଉଦ୍ଧାର
ପୁରୀ : ପରିତ୍ୟକ୍ତ ବିୟର କ୍ୟାନ୍ରୁ ଉଦ୍ଧାର ହୋଇଛି ନାଗ ସାପ । ପୁରୀ ବଳଙ୍ଗା ମାଧିପୁର ଗାଁର ଜଣେ ବ୍ୟକ୍ତିଙ୍କ ଘର ବାଡିପଟେ ଏହି ସାପଟିକୁ ଉଦ୍ଧାର କରାଯାଇଛି । ପରିତ୍ୟକ୍ତ ସ୍ଥାନରେ ପଡିଥିବା ଏକ ବିୟର କ୍ୟାନରେ ସାପଟି ଫସି ଯାଇଥିଲା । କ୍ୟାନ୍ ଭିତରେ ନାଗର ମୁଣ୍ଡ ଫସି ରହିଥିବା ବେଳେ…