ଦିଲ୍ଲୀରେ ଶସ୍ତା ହେଲା ପେଟ୍ରୋଲ , ଲିଟର ପିଛା ୮ ଟଙ୍କା ହ୍ରାସ କଲେ ସରକାର
ଦିଲ୍ଲୀ : ରାଜଧାନୀରେ ଶସ୍ତା ହେଲା ପେଟ୍ରୋଲ । ପେଟ୍ରୋଲ ଭାଟ୍ କମାଇଲେ ଦିଲ୍ଲୀ ସରକାର । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮ ଟଙ୍କା ସସ୍ତା ହୋଇଛି ବୋଲି ଜଣାପଡିଛି । ବୁଧବାର ହୋଇଥିବା କ୍ୟାବିନେଟ ବୈଠକରେ ଦିଲ୍ଲୀ ସରକାର ପେଟ୍ରୋଲର ଭାଟ୍ ୩୦ ପ୍ରତିଶତରୁ୧୯.୪୦ ପ୍ରତିଶତକୁ ହ୍ରାସ କରିଛନ୍ତି…