Latest Odisha News

BREAKING NEWS

ବ୍ୟଙ୍ଗ : ନକଲରେ ଅକଲ

ଓଁ ଅଭିଜ୍ଞାନ ସାହୁ  ବହୁତ ଦିନ ହେଲା ମୋତେ ଲାଗୁଛି ଏ ରମ୍ୟ ରଚନା ପ୍ରତି ଲୋକଙ୍କ ଆଦର ନାହିଁ । ଯେତିକି ଛଳ ଛଳ ଗପ ସବୁକୁ ପାଠକେ ପସନ୍ଦ କରୁଛନ୍ତି ସେତିକି ଏ ବ୍ୟଙ୍ଗ ସାହିତ୍ୟକୁ ନୁହେଁ । ଯେଉଁ ଲେଖକ ଯେତିକି ଅନୁରାଗ ମିଶା ବିଷାଦରେ ପାଠକଙ୍କୁ ଡୁବେଇ ପାରିବ ସେ ଲେଖକ ସେତେ ଶୀଘ୍ର…

କବିତା : କର୍ମ ହିଁ ବ୍ରତ

କିରଣମୟ ସେନାପତି ଦୁଇ ଦିନ ଏଇ ମଣିଷ ଜୀବନ ଦିଅ ସତ୍ୟ ବ୍ୟବହାର ଅନ୍ୟାୟ ଅନୀତି ମୋହ ମାୟା ସବୁ କର ତୁମେ ତିରଷ୍କାର । ମୃତ୍ୟୁ ଚିହ୍ନେ ନାହିଁ ଧନୀ କି ଗରିବ ସଭିଙ୍କୁ ନିଏ କୋଳେଇ ତେବେ କିମ୍ପା କର ଗର୍ବ ଅହଙ୍କାର ବିବେକ ଜ୍ଞାନ ହଜେଇ । ଅରଜିଲା ଧନ କ୍ଷଣସ୍ଥାୟୀ ଅଟେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୬-୫-୨୦୨୧ ବୁଧବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୨୬ ରିଖ ବୁଧବାର ବୃଷ ୧୨ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: କର୍କଟ ରାଶିର ଘାତ ଚନ୍ଦ୍ର-: ସିଂହ କନ୍ୟା ମକର ରାଶି ମହିଳାଙ୍କର…

ବାତ୍ୟା ‘ୟାସ୍’: ଆଜି ରାତି ୧୧ରୁ ଭୁବନେଶ୍ୱରରୁ ବିମାନ ଉଡାଣ ବନ୍ଦ

ଭୁବନେଶ୍ୱର: ବାତ୍ୟା 'ୟାସ୍' କୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ମଙ୍ଗଳବାର ରାତି ୧୧ ଟାରୁ ବିମାନ ଚଳାଚଳ ସ୍ଥଗିତ ରହିବ। ଏନେଇ ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ କହିଛନ୍ତି ଯେ ବାତ୍ୟା କୁ ନଜରରେ ରଖି ସତର୍କତାମୂଳକ ପଦକ୍ଷେପ ଭାବରେ…

ଭୁବନେଶ୍ୱରରେ ବୁଧବାର ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା 'ୟାସ୍'କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ପକ୍ଷରୁ ଆସନ୍ତା ଶନିବାର ଯାଏଁ ଟୀକାକରଣକୁ ସ୍ଥଗିତ ରହିବ। “ଆସନ୍ତାକାଲି ତଥା ମେ ୨୬ ତାରିଖରେ ହେବାକୁ ଥିବା ଟୀକାକରଣ ଆଗାମୀ ୨୯ ତାରିଖରେ କରାଯିବ ବୋଲି ଧାର୍ଯ୍ୟ କରାଯାଇଛି। ବିଏମସି…

ଲୋକଙ୍କ ସୁରକ୍ଷା ନେଇ ପ୍ରଶାସନ ପ୍ରସ୍ତୁତ ….

ଭୁବନେଶ୍ୱର: ମାଡ଼ି ଆସୁଛି ୟାସ୍‌ । ବାତ୍ୟାରେ ଉତ୍ତର ଉପକୂଳ ଓଡ଼ିଶା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି । ଧନଜୀବନ ସୁରକ୍ଷା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ବାତ୍ୟା ପାଇଁ ୧୩ ଗୋଟି ଜିଲ୍ଲାରେ ୬୮୯୧ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି । ଆଶ୍ରୟସ୍ଥଳରୀ ଶୁଖିଲା ଓ ରନ୍ଧା ଖାଦ୍ୟ ସହ…

ଭୟଙ୍କର ବାତ୍ୟା ୟାସର ଦେଖାଗଲା ଆଖି

ଭୁବନେଶ୍ବର : ଭୟଙ୍କର ବାତ୍ୟା ୟାସର ଦେଖାଗଲା ଆଖି । କରାଳ ରୂପ ଧାରଣ କରି ଉପକୂଳ ଆଡକୁ ମାଡି ଆସୁଛି ଅତି ଭୀଷଣ ସାମୁଦ୍ରିକ ଝଡ ୟାସ । ବାତ୍ୟା ୟାସ୍‌ର ଆଖି ପାରାଦୀପ ଡପଲର ରାଡାରରେ ସ୍ପଷ୍ଟ ହୋଇଛି । ବାତ୍ୟାର ଆଖି ୩୫ କିଲୋମିଟର ବ୍ୟାସାର୍ଦ୍ଧ ବିଶିଷ୍ଟ ହୋଇଥିବା ଜଣାପଡିଛି । ରାଡାର…

ବାତ୍ୟା ‘ୟସ୍’ ପାଇଁ ୬ ଜିଲ୍ଲାରେ ୨୭ ଯାଏଁ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା 'ୟସ' ପାଇଁ ରାଜ୍ୟରେ ବାଧାପ୍ରାପ୍ତ ହେବାକୁ ଯାଉଛି ଟିକାକରଣ । ୬ଟି ଜିଲ୍ଲାରେ ୨୫ରୁ ଆସନ୍ତା ୨୭ ତାରିଖ ଯାଏଁ ବନ୍ଦ ରହିବ କୋଭିଡ୍ ଟେଷ୍ଟିଂ ଓ ଟିକାକରଣ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ ଓ ଖୋର୍ଦ୍ଧା ଆଦି ଜିଲ୍ଲା…

ଭୟଙ୍କର ରୂପ ନେଇ ପାଖେଇ ଆସୁଛି ବାତ୍ୟା

ଭୁବନେଶ୍ବର : ଗର୍ଜନ କରି ମାଡ଼ି ଆସୁଛି ବାତ୍ୟା ୟାସ୍ । ଦୂରତା ଯେତିକି କମୁଛି, ଲୋକଙ୍କ ମନରେ ସେତିକି ବଢୁଛି ଛନକା । ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ବଢ଼ିଲାଣି ପବନର ବେଗ । ତାସାଙ୍ଗକୁ ବର୍ଷା ବି ବଢ଼ିବାରେ ଲାଗିଛି । ତେବେ ଆସନ୍ତାକାଲି ଭଦ୍ରକ ବାସୁଦେବପୁରରୁ ବାହାନାଗା ମଧ୍ୟରେ…

ବାତ୍ୟା ‘ୟାସ’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା ୟାସ୍ । ପାରାଦୀପ ଠାରୁ ଏହା ୨୦୦ କିଲୋମିଟର ଦୂରରେ ରହିଛି । ଆସନ୍ତାକାଲି ବାତ୍ୟା ଧାମରା ଆଖପାଖରେ ଲ୍ୟାଣ୍ଡଫଲ କରିବ । ତେବେ ବାତ୍ୟାର ମୁକାବିଲା ସରକାର ପ୍ରସ୍ତୁତ ଥିବା ବେଳେ, ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତ୍ୟେକ ଜୀବନ…