ରାଜ୍ୟରେ ୨୪ ଘଣ୍ଟାରେ ୨୩୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ୧୦୪୯୩୪୫ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି…