Latest Odisha News

BREAKING NEWS

ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ବର : ମାଡି ଆସୁଛି ବାତ୍ୟା ‘ୟଶ’ । ଅତି ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି ବାତ୍ୟା । ଏବେ ବାତ୍ୟା ୟଶ ପାରାଦୀପଠାରୁ ୪୫୦ କିଲୋମିଟର ଦୂରରେ ଥିବା ବେଳେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି । ସେହିପରି ଦକ୍ଷିଣ-ଦକ୍ଷିଣପୂର୍ବ ବାଲେଶ୍ବର ଠାରୁ ୫୫୦…

କୋଭିଡ ସମୟରେ ଭୁବନେଶ୍ବର ଏମସ ପକ୍ଷରୁ ଆରମ୍ଭ ହେଲା ସ୍ବତନ୍ତ୍ର ସେବା

ଭୁବନେଶ୍ବର : କରୋନା ମହାମାରୀ ସମୟରେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସାଧାରଣ ଲୋକ । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଡାକ୍ତରଖାନାରେ ଉପଲବ୍ଧ ଥିବା ବେଡ୍ ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ସୂଚନା ପାଇବାରେ ସମସ୍ୟା ଉପୁଜୁଛି । ଖାସକରି କୋଭିଡ…

ବାତ୍ୟାରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହେଲେ ମିଳିବ ଅନୁକମ୍ପା

ଭୁବନେଶ୍ବର : ବାତ୍ୟା ୟଶକୁ ଦୃଷ୍ଟିରେ ରଖି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛି ଟିପିସିଓଡିଏଲ । ୟଶ ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ବିଦ୍ୟୁତ୍ କର୍ମମଚାରୀ । ଏହି ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ଦୁର୍ଘଟଣା ହୁଏ ବା ଆହତ ହୁଅନ୍ତି, ତେବେ ସେମାନଙ୍କୁ…

ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା

ଭୁବନେଶ୍ବର : ମାଡ଼ି ଆସୁଛି ବାତ୍ୟା ‘ୟଶ’ । ଏଥିପାଇଁ ପ୍ରଶାସନିକ ସ୍ତରରେ ଆରମ୍ଭ ହୋଇଛି ବ୍ୟାପକ ପ୍ରସ୍ତୁତି । କିପରି ବାତ୍ୟାକୁ ସଫଳତାର ସହ ମୁକାବିଲା କରାଯିବ, ତାଉପରେ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । ଅନ୍ୟପଟେ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଅଧିକାରୀଙ୍କ ସହ ୩…

ମଦ ବ୍ୟବସାୟୀଙ୍କୁ ଟିକସ ଛାଡ ନିଷ୍ପତ୍ତିକୁ ନେଇ କଂଗ୍ରେସର ପ୍ରତିବାଦ

ଯାଜପୁର: ମଦ ବ୍ୟବସାୟୀଙ୍କୁ ଟିକସ ଛାଡ କରିବାକୁ ରାଜ୍ୟ ସରକାର ନେଇଛନ୍ତି ନିଷ୍ପତ୍ତି । ସରକାରଙ୍କ ଏହି ନିଷ୍ପତ୍ତିକୁ ନେଇ କଂଗ୍ରେସ ଦଳ ବିରୋଧ କରିଛି । ଆଜି ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡାଙ୍କ ନେତୃତ୍ୱରେ ଯାଜପୁର ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି ।…

ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ !

କଙ୍କଡ଼ାହାଡ଼: ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କରଗୋଳା ପଞ୍ଚାୟତ ଅନ୍ତର୍ଗତ ଡଙ୍ଗାପାଳ ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ଚାଲି ଯାଇଛି ବାପାର ଜୀବନ । ଆକ୍ରମଣରେ ସାନ ଭଉଣୀ ଗୁରୁତର ଆହତ ହୋଇଛନ୍ତି ।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୧୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ଥମୁନି ଚର୍ଚ୍ଚା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଏବେ ଚିନ୍ତାରେ । ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧ ହଜାର ୬୧୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…

ବାତ୍ୟା ପାଇଁ ରେଳ ମଣ୍ଡଳର ପ୍ରସ୍ତୁତି

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ “ୟଶ” କୁ ଟକ୍କର ଦେବା ପାଇଁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ପ୍ରସ୍ତୁତି | ଚବିଶ ଘଣ୍ଟା କାମ କରିବା ପାଇଁ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ଖୋଲିଛି | ସମସ୍ତ ବିଭାଗର ଶାଖା ଅଧିକାରୀମାନେ ସାମଗ୍ରୀ ଏବଂ ମାନବ ଶକ୍ତି ସହିତ ପ୍ରସ୍ତୁତ ଅଛନ୍ତି । ରେଳ ଷ୍ଟେସନ ଉପରେ…

କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ

କେନ୍ଦ୍ରାପଡା :ବାତ୍ୟା ୟଶ ପ୍ରଭାବରେ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଂଚଳରେ ସାମାନ୍ୟ ପବନ ସହ ବର୍ଷା ଆରମ୍ଭ ହୋଇଯାଇଛି । ଏଥିଯୋଗୁଁ ଜିଲ୍ଲାର ମହାକାଳପଡା ଓ ରାଜନଗର ବ୍ଲକର ସମୁଦ୍ର ନିକଟବର୍ତ୍ତୀ ଅଂଚଳ ର ଲୋକେ ଆତଙ୍କିତ ହୋଇ ପଡିଛନ୍ତି । ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୯୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନା ସଂକ୍ରମଣ ଯେତିକି ବଢୁଛି, ସେତିକି ବଢୁଛି ଲୋକଙ୍କ ଚିନ୍ତା । ତେବେ ସବଠୁ ଅଧିକ ଚିନ୍ତାର କାରଣ ପାଲଟିଛି ରାଜଧାନୀ ଭୁବନେଶ୍ବର । କାରଣ ରାଜଧାନୀ ଭୁବନେଶ୍ବରରେ କମୁନି ସଂକ୍ରମଣ । ଆଜି ଆଜି ଭୁନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୯୦୫ ଜଣ ସଂକ୍ରମିତ ।…