Latest Odisha News

BREAKING NEWS

ବାତ୍ୟା ‘ୟଶ’ରେ ପରିଣତ ହେଲା ଗଭୀର ଅବପାତ, ଏବେ ପାରାଦୀପ ଠାରୁ ୫୪୦ କିମି ଦୂରରେ

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ବାତ୍ୟା ‘ୟଶ୍’ରେ ପରିଣତ ହୋଇଛି । ଏବେ ବାତ୍ୟା ‘ୟଶ୍’ ପୋର୍ଟବ୍ଲେୟାର ଠାରୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୬୦୦ କିମି ଦୂରରେ ରହିଥିବା ବେଳେ ପାରାଦୀପ ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୫୯୦ କିମି ଦୂରରେ ଅଛି । ସେହିଭଳି…

ବାତ୍ୟା ପାଇଁ ୧୦ ଜିଲ୍ଲାରେ ଦୁଇ ଦିନ ବଢ଼ିଲା ଦୋକାନ ଖୋଲିବା ସମୟ

ଭୁବନେଶ୍ୱର: ବାତ୍ୟାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସୁବିଧା ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ଲକଡାଉନ୍ ନିୟମରେ ସାମାନ୍ୟ କୋହଳ କରିଛନ୍ତି ସରକାର । ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା ରହିବ ଦୋକାନ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ…

କରୋନାରେ ଆଉ ଜଣେ ସାମ୍ବାଦିକ ମୃତ, ଦ୍ୱିତୀୟ ଲହରରେ ଗଲାଣି ୨୯ ଯୋଦ୍ଧାଙ୍କ ଜୀବନ

ଫୁଲବାଣୀ: ଥମୁନି କରୋନା ମୃତ୍ୟୁ ଆତଙ୍କ । ସମ୍ମୁଖ ଯୋଦ୍ଧାଙ୍କ ଜୀବନ ନେଉଛି ମହାମାରୀ । ରବିବାର ଆଉ ଜଣେ ସାମ୍ବାଦିକ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି । ଦୈନିକ ଖବରକାଗଜ ସର୍ବସାଧାରଣର ଫୁଲବାଣୀ ସହର ପ୍ରତିନିଧି ଆଶୁତୋଷ ବେହେରା (୪୫)ଙ୍କ ଦେହାନ୍ତ ହୋଇଛି । ଗତ ୨୦ ତାରିଖରେ…

ଓଡ଼ିଶାରେ ୭ ଲକ୍ଷ ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୧୧୦୫୯ ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ କେବେ ବଢୁଛି ଓ କେବେ ଖସୁଛି କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ରାଜ୍ୟରେ କମିଛି ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୫୯ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ୧୨ ହଜାର ଉପରେ ରହିଥିଲା । ଆଜି କଟକରେ ବଢ଼ିଛି ସଂକ୍ରମଣ । ସର୍ବାଧିକ…

ବଙ୍ଗୋପସାଗରରେ ଗଭୀତ ଅବପାତ ଆଜି ନେବ ବାତ୍ୟାର ରୂପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ବାତ୍ୟା । ଆକାର ଧାରଣ କରିବ ୟସ୍ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ୍ ଡିପ୍ ଡିପ୍ରେସନ୍ ବା ଗଭୀତ ଅବପାତରେ ପରିଣତ ହୋଇଛି । ଆଜି ଏହା ସାଇକ୍ଲୋନିକ୍ ଷ୍ଟର୍ମ ବା ସାମୁଦ୍ରିକ ଝଡ଼ର ରୂପ ନେବ । ସମୁଦ୍ର ଭିତରେ ବଳ ଗୋଟାଉଛି । ଗତ ୪…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ହତ୍ୟାକାରୀ  ପ୍ରଥମେ ଦେଖିଥିଲି ତତେ ଦାଣ୍ଡପଟକୁ ଲାଗିଥିବା ଗ୍ରୀଲ ଉହାଡ଼ରେ । ଆତଙ୍କରେ କି ସୁରକ୍ଷାର ଲୋଭରେ ତୁ ତୋର କୁନି ମୁହଁକୁ ଥରି ଯାଉଥିବା ଦେହର ବେଢଣି ମଧ୍ୟରେ ଲୁଚେଇ ରଖିବାକୁ ଚେଷ୍ଟା କରୁଥିଲୁ । ଠାଏ ଠାଏ ରୁମ ଉଲୁରି ଯାଇଥିବା ଦେହ ଓ ମୁହଁରେ ଆଙ୍କିଦେଲା ଭଳି ଧଳାରଙ୍ଗର…

କବିତା : ଗଣ୍ଠି ତ ଫିଟିଲା

ଶୈଲେନ ରାଉତରାୟ  ଗଣ୍ଠି ତ ଫିଟିଲା, ଫିଟି ଫିଟି ମଲା, ଦେଖ ଆରେ ମନ ବାଇ । କେବେ ଯା’ ନଥିଲା, ଆଉ ନ ରହିଲା, କହିବୁ କାହାକୁ ଯାଇ ।୦। ଏକ ଅଣ୍ଡୁ ଜାତ ହୋଇଛନ୍ତି ସେତ ବେନି ପକ୍ଷୀ ଏକ ଡାଳେ ବସି ଇଚ୍ଛାମତେ ଦେଖ ତୁ ନିରତେ ମାତିଚନ୍ତି ଲୀଳାଖେଳେ ।୧। ଏକ ତ ଭୁଞ୍ଜଇ ଆର ନ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା ୨୪-୫-୨୦୨୧ ସୋମବାର  ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୨୪ ରିଖ ସୋମବାର ବୃଷ ୧୦ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି ଚିତ୍ରା ନକ୍ଷତ୍ର ତୁଳା ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଆଜିର ନିଷେଧ ଖାଦ୍ୟ-: ବାଇଗଣ ଆଜି -ଶିବ ପ୍ରଦୋଷ ବ୍ରତ…

ବାତ୍ୟା ‘ୟଶ’ ମୁକାବିଲା ପାଇଁ ସଶସ୍ତ୍ର ସେନା ପ୍ରସ୍ତୁତ

ନୂଆଦିଲ୍ଲୀ: ଆସନ୍ତା ୨୬ ତାରିଖ ଦିନ ପୂର୍ବ ଉପକୂଳରେ ମାଡ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟଶ’ର ମୁକାବିଲା ନିମନ୍ତେ ସଶସ୍ତ୍ର ସେନାର ପ୍ରସ୍ତୁତି ଆରମ୍ଭ ହୋଇଛି। ଭାରତୀୟ ବାୟୁସେନା ଦ୍ୱାରା ୯୫୦ ଜଣ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନଡିଆରଏଫ) ଯବାନ ଓ ୭୦ ଟନ୍ ଓଜନର ସାମଗ୍ରୀ ସହ…

ଉପକୂଳ ଓଡ଼ିଶାରେ କେନ୍ଦ୍ର ମୁତୟନ କରିବ ୧୦ ଏନଡିଆରଏଫ୍ ଟିମ୍

ନୂଆଦିଲ୍ଲୀ: ଆସନ୍ତା ୭୨ ଘଣ୍ଟା ମଧ୍ୟରେ ବାତ୍ୟା 'ୟଶ' ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ଥିବାରୁ କେନ୍ଦ୍ର ପକ୍ଷରୁ ରାଜ୍ୟକୁ ୧୦ ଅତିରିକ୍ତ ଏନଡିଆରଏଫ୍ ଦଳ ପଠାଇବାକୁ ନିଷ୍ପତ୍ତି ହୋଇଛି। ଏନେଇ ନୂଆଦିଲ୍ଲୀରେ ଏନଡିଆରଏଫ ମହାନିର୍ଦ୍ଦେଶକ ସତ୍ୟ ନାରାୟଣ ପ୍ରଧାନ କହିଛନ୍ତି ଯେ କେନ୍ଦ୍ର…