Latest Odisha News

BREAKING NEWS

ମିହିର ଦାସଙ୍କୁ ଦିଆଯିବ ‘ଗାର୍ଡ ଅଫ୍‌ ଅନର୍‌’

ଭୁବନେଶ୍ବର : ଆଉ ନାହାନ୍ତି ବରିଷ୍ଠ ସିନେ ଅଭିନେତା ମିହିର ଦାସ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ତାଙ୍କ ଅକାଳ…

ବିଏସଏନଏଲର ଓଡିଶା ସର୍କଲ ସିଜିଏମ୍ ଭାବେ ଦାୟିତ୍ୱ ନେଲେ ହରିଶ୍ଚନ୍ଦ୍ର ମହାନ୍ତି

ଭୁବନେଶ୍ୱର : ବିଏସଏନଏଲର ଓଡିଶା ସର୍କଲର ସିଜିଏମ୍ ଭାବେ ଦାୟିତ୍ୱ ନେଲେ ଶ୍ରୀ ହରିଶ୍ଚନ୍ଦ୍ର ମହାନ୍ତି ଆଇ. ଟି.ଏସ୍ । ଏହି ଅବସରରେ ଶ୍ରୀ ମହାନ୍ତି ଗ୍ରାହକ ମାନଙ୍କୁ ନବବର୍ଷ ଓ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି । ସରକାରୀ ରାଷ୍ଟ୍ରାୟତ୍ତ ସଂସ୍ଥା ବିଏସଏନଏଲ ବନ୍ୟା , ବାତ୍ୟା ଓ…

କରୋନା ମୁକାବିଲା ପାଇଁ ବିଏମସିର ପଦକ୍ଷେପ, ରାସ୍ତାରେ ବସିବ ହାଟ

ଭୁବନେଶ୍ବର : ଧିରେ ଧିରେ ମୁଣ୍ଡ ଟେକି ଚାଲିଲାଣି ମହାମାରୀ କରୋନା । ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ସଜାଗ ହେଲାଣି ପ୍ରଶାସନ । ଖାସ କରି ରାଜଧାନୀ ଭୁବନେଶ୍ବରରେ ସଂକ୍ରମଣ ବଢ଼ିଥିବାରୁ ପଦକ୍ଷେପ ନେଇଛି ବିଏମସି । ବିଭିନ୍ନ ସ୍ଥାନରେ କଣ୍ଟେନମେଣ୍ଟ କଟକଣା ଲଗାଇଛି ବିଏମସି । ଆଉ ଏବେ କରୋନା…

ପାୱାରଙ୍କ ବଡ ଘୋଷଣା : ସମାଜବାଦୀ ପାର୍ଟି ସହ ମିଶି ୟୁପି ନିର୍ବାଚନ ଲଢ଼ିବ ଏନସିପି

ଲକ୍ଷ୍ନୌ: ଏନସିପି ମୁଖ୍ୟ ଶରଦ ପାୱାର ଉତରପ୍ରଦେଶ ନିର୍ବାଚନରେ ସମାଜବାଦୀ ପାର୍ଟି ସହ ମିଶି ଲଢ଼ିବେ ବୋଲି ଘୋଷଣା କରିଛନ୍ତି । ଅଖିଳେଶ ଯାଦବଙ୍କ ପାର୍ଟି ସହ ଗଠବନ୍ଧନ କରି ଆମେ ରାଜ୍ୟରୁ ବିଜେପିକୁ ହଟାଇବୁ ବୋଲି ସେ କହିଛନ୍ତି । ସ୍ୱାମୀ ପ୍ରସାଦ ମୌର୍ଯ୍ୟ ବିଜେପି ଛାଡି ଏସପିରେ ଯୋଗ ଦେବା…

ଚନ୍ଦନପୁରରୁ ୧୬୫ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ଼ ସଫଳତା । ଚନ୍ଦନପୁରରୁ ୧୬୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ । ଏହାସହ ୭ହଜାର ୫୬୦ ନଗଦ ଟଙ୍କା, ଦୁଇଟି ମୋବାଇଲ, ଗୋଟିଏ ବାଇକ ଜବତ କରାଯାଇଛି । ଘଟଣାରେ ଦୁଇଜଣଙ୍କୁ ପୋଲିସ ଗିରଫ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧୬ ଲକ୍ଷ ୫୦ହଜାର ଟଙ୍କା ।…

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ଆଇପିଏଲର ଦାମୀ ଖେଳାଳି

କେପଟାଉନ: ଆଇପିଏଲର ଦାମୀ ଖେଳାଳି ତଥା ଦକ୍ଷିଣ ଆଫ୍ରିକାର ଅଲରାଉଣ୍ଡର କ୍ରିସ ମୋରିସ ଆଜି ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଆଇପିଏଲର ୨୦୨୧ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ ଆଶ୍ଚର୍ଯ୍ୟଜନକ ଭାବେ ମୋରିସଙ୍କୁ ୧୬.୨୫ କୋଟି ଟଙ୍କାରେ କ୍ରୟ କରିଥିଲା । ସେ ଫେଜ ୧ରେ ଭଲ…

ଚିତ୍ରକଳା ମାଧ୍ୟମରେ ମିହିର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଚିତ୍ରଶିଳ୍ପୀ ସୂର୍ଯ୍ୟକାନ୍ତ

ଭୁବନେଶ୍ୱର : ବର୍ଷିୟାନ ଓଲିଉଡ ଅଭିନେତା ମିହିର ଦାସଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲରେ ମିହିର ଦାସଙ୍କ ପରଲୋକ ହୋଇଛି । ୬୩ ବର୍ଷ ବୟସରେ ମିହିର ଦାସଙ୍କ ପରଲୋକ ହୋଇଛି । । ମିହର ଦାସଙ୍କ ବିୟୋଗରେ ଚିତ୍ରଶିଳ୍ପୀ ସୂର୍ଯ୍ୟକାନ୍ତ ମିହିର ଦାସଙ୍କୁ ଚିତ୍ରକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି…

ବ୍ରିଜ ତଳୁ ଡ଼ାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଟକ: କଟକ ମଧୁସୂଦନ ବ୍ରିଜ୍ ତଳୁ ଡ଼ାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣକ ହେଲେ ଏସସିବି ମେଡ଼ିକାଲ କଲେଜରେ ପିଜି ଶେଷବର୍ଷ ଛାତ୍ର । ମୃତ ଛାତ୍ର ବ୍ରହ୍ମପୁର ଅଞ୍ଚଳର ଜଗମୋହନ ସେଠୀ ବୋଲି ଜଣାପଡ଼ିଛି । ଗତକାଲିଠାରୁ ସେ ନିଖୋଜ ଥିଲେ । ବ୍ରିଜ ଉପରେ ଗତକାଲିଠୁ ତାଙ୍କର…

ୱାଶିଂଟନ ସୁନ୍ଦର କରୋନା ସଂକ୍ରମିତ, ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆରେ ଖେଳି ନ ପାରନ୍ତି

କେପଟାଉନ: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ୱାଶିଂଟନ ସୁନ୍ଦରଙ୍କ କୋଭିଡ ୧୯ ରିପୋର୍ଟ ପଜିଟିଭ ଆସିଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ କ୍ରିକେଟ ସିରିଜ ପାଇଁ ତାଙ୍କୁ ୧୮ ଜଣିଆ ଭାରତୀୟ ଦଳରେ ସାମିଲ କରାଯାଇଥିଲା । ସେ ସଂକ୍ରମିତ ହେବା ପରେ ଦିନିକିଆ ସିରିଜ ଖେଳିବା ନେଇ ସନ୍ଦେହ…

ସୋମବାର ୫୦ ହଜାର ୫୭୫ଜଣ ନେଇଥିଲେ ପ୍ରିକସନ ଡ଼ୋଜ୍

ଭୁବନେଶ୍ୱର: ରାଜ୍ୟରେ ଜାରି ହୋଇଛି ପ୍ରିକସନ ଟିକାକରଣ । ସୋମବାର ରାଜ୍ୟରେ ୫୦ ହଜାର ୫୭୫ଜଣ ପ୍ରିକସନ ଡ଼ୋଜ୍ ନେଇଥିଲେ । ଏହା ମଧ୍ୟରେ ହେଲଥ କେୟାର ୱାର୍କର ୨୩ ହଜାର ୪୧୨ଜଣ ରହିଛନ୍ତି । ଏହା ଭିତରେ ହେଲଥ କେୟାର ୱାର୍କର ୨୩ ହଜାର ୪୧୨ଜଣ ରହିଛନ୍ତି । ସମ୍ମୁଖ ଯୋଦ୍ଧା ଅଛନ୍ତି ୬ହଜାର ୮୮୩ଜଣ…