Weather Update: ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା
ଭୁବନେଶ୍ୱର: ରାଜ୍ୟରେ ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି । ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି କମ୍ ଅନ୍ତରାଳରେ ଦୁଇଟି ପଶ୍ଚିମାଝଡ଼ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ଆସନ୍ତା ୪ ଦିନ…