ଦିଲ୍ଲୀରେ ଆଉ ସପ୍ତାହେ ବଢିଲା ଲକ୍ଡାଉନ୍
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପୁଣି ବଢିଲା ଲକ୍ଡାଉନ୍ ଅବଧି। ଦିଲ୍ଲୀରେ ଆଉ ଏକ ସପ୍ତାହ ପାଇଁ ଲକଡାଉନ୍ ବୃଦ୍ଧି କରାଯାଇଛି ବୋଲି ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି।
ଜାତୀୟ ରାଜଧାନୀରେ କୋଭିଡ ମାମଲା ହ୍ରାସ ପାଉଥିବାରୁ ଦିଲ୍ଲୀରେ ଲକ୍ଡାଉନ୍…