Latest Odisha News

BREAKING NEWS

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ୫ ଲକ୍ଷରୁ ଅଧିକ ଲୋକ ବୁଷ୍ଟର ଡୋଜ୍‌ ପାଇଁ ଏଲିଜିବଲ୍‌

ଭୁବନେଶ୍ୱର: ଆଜି ସମଗ୍ର ଦେଶରେ ବୁଷ୍ଟର ଡୋଜ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ସୋମବାର ଦିନ ଅପରାହ୍ନ ୩ ଟାରୁ ରାଜ୍ୟରେ କରୋନା ବୁଷ୍ଟର ଡୋଜ ପ୍ରକ୍ରିୟା ଆରମ୍ଭ ହେବ। ସ୍ବାସ୍ଥ୍ୟସେବା କର୍ମଚାରୀ ଏବଂ ଫ୍ରଣ୍ଟଲାଇନ କର୍ମଚାରୀ ଏବଂ ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ବୁଷ୍ଟର ଡୋଜ…

ଇଣ୍ଡିଆଜ୍ ବେଷ୍ଟ ଡ଼୍ୟାନ୍ସର ସିଜିନ-୨ ବିଜେତା ହେଲେ ସୌମ୍ୟା କାମ୍ବଲେ

ମୁମ୍ବାଇ: ଡ଼୍ୟାନ୍ସ ରିଆଲିଟି ଶୋ ଇଣ୍ଡିଆଜ୍ ବେଷ୍ଟ ଡ଼୍ୟାନ୍ସର ସିଜନ ୨ର ଗ୍ରାଣ୍ଡ ଫାଇନାଲ ଏପିସୋଡ଼ ଧମାକାଦାର ହୋଇଥିଲା । ମହାରାଷ୍ଟ୍ରର ସୌମ୍ୟା କାମ୍ବଲେ ଟ୍ରଫି ଜିତି ସିଜନ-୨ର ବିଜେତା ହୋଇଛନ୍ତି । ସୌମ୍ୟାଙ୍କୁ ସୋନି ଏଣ୍ଟରଟେନମେଣ୍ଟ ଟେଲିଭିଜନ ତରଫରୁ ୧୫ଲକ୍ଷ ଟଙ୍କାର ଚେକ ଏବଂ କାର ସହ…

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ଶିଖର ଛୁଇଁପାରେ କରୋନା ତୃତୀୟ ଲହର

ଭୁବନେଶ୍ୱର: ଜାନୁଆରୀ ଶେଷ ସୁଦ୍ଧା ଓଡ଼ିଶାରେ କରୋନା ତୃତୀୟ ତରଙ୍ଗ ଶିଖର ଛୁଇଁପାରେ ବୋଲି ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ବିଜୟ ମହାପାତ୍ର ସୋମବାର କହିଛନ୍ତି। ସେ କହିଛନ୍ତି, " ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ଯେ ଜାନୁଆରୀ ୧୫ ସୁଦ୍ଧା ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ମାମଲା ସର୍ବାଧିକ…

ରାୟଗଡ଼ା MITS ଇଞ୍ଜିନିୟରିଂ କଲେଜର ୪୯ ଛାତ୍ରଛାତ୍ରୀ କରୋନା ପଜିଟିଭ୍

ରାୟଗଡ଼ା: ଶିକ୍ଷାନୁଷ୍ଠାରେ ମାଡୁଛି କରୋନା । ଛାତ୍ରଛାତ୍ରୀ ଓ କର୍ମଚାରୀ ପଜିଟିଭ୍ ବାହାରୁଛନ୍ତି । ରାୟଗଡ଼ାରେ ଥିବା ମଝିଘରିଆଣୀ ଇନିଷ୍ଟଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଏଣ୍ଡ ସାଇନ୍ସର (MITS) ୪୯ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ଗତ ୬ ତାରିଖ ଦିନ ୫ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ…

ଦିନ କେଇଟା ଭିତରେ ଦିଲ୍ଲୀ, ମୁମ୍ବାଇ ଓ କୋଲକାତାରେ ପିକ୍ ଛୁଇଁବ କରୋନା

ନୂଆଦିଲ୍ଲୀ: ଦେଶରେ କେବେ ପିକ୍ ଛୁଇଁବ କରୋନାର ତୃତୀୟ ଲହର । ବିଭିନ୍ନ ସଂସ୍ଥା ଓ ବୈଜ୍ଞାନିକ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି । ଆଉ କିଛି ଦିନ ଭିତରେ ଦିଲ୍ଲୀ, ମୁମ୍ବାଇ ଓ କୋଲକାତାରେ କରୋନା ସଂକ୍ରମଣ ପିକ୍ ଛୁଇଁବ । ଅର୍ଥାତ ଚଳିତ ମାସ ମଧ୍ୟଭାଗ ଭିତରେ ଏସବୁ ସହରରେ ସଂକ୍ରମଣ ଶୀର୍ଷରେ…

୨୨ ମେଡିକାଲ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ

ତେଲେଙ୍ଗାନା: ତେଲେଙ୍ଗାନା କାକଟିଆ ମେଡିକାଲ କଲେଜରେ ଅତି କମରେ ୨୨ ଜଣ ଛାତ୍ରଛାତ୍ରୀ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୮୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆଣ୍ଟିଜେନ୍ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ କେତେକଙ୍କଠାରେ କୋଭିଡ୍ ଲକ୍ଷଣ ଦେଖାଯିବା ପରେ ସେମାନଙ୍କର କରୋନା…

ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁରରେ ସଂକ୍ରମଣ ହାର ଜାତୀୟ ହାରଠାରୁ ବି ଅଧିକ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ । ଦୈନିକ ସଂକ୍ରମଣ ପାଞ୍ଚ ହଜାର ମୁହାଁ ହୋଇଛି । ସଂକ୍ରମଣର ଟପ୍ ଥ୍ରୀ ଜିଲ୍ଲାରେ ରହିଛି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲା । ଏସବୁ ଜିଲ୍ଲାରେ ପଜିଟିଭ୍ ହାରି ଅଧିକ ରହିଛି । ରାଜ୍ୟରେ ପଜିଟିଭ୍ ହାର ୬.୭୨ ପ୍ରତିଶତ ରହିଛି ।…

ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ । ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ…

ଜାମ୍ମୁ-କାଶ୍ମୀରର କୁଲଗାମରେ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ରବିବାର ଦିନ ଜାମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ଏନକାଉଣ୍ଟରରେ ଦୁଇଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଏହା ହେଉଛି ଜାନୁଆରୀ ୨୦୨୨ର ୭ମ ଏନକାଉଣ୍ଟର । ଏଯାଏଁ ୧୩ଜଣ ଆତଙ୍କବାଦୀଙ୍କୁ…

ପଞ୍ଚାୟତ ନିର୍ବାଚନ କସରତ: ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ନେଇ ଆଜି ବସୁଛି ସର୍ବଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକ ଡାକିଛନ୍ତି । କୋଭିଡ୍ ସମୟରେ କିଭଳ୍ ହେବ ନିର୍ବାଚନ ସେନେଇ ରାଜ୍ୟର ସବୁ ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ଆଲୋଚନା ଓ ମତାମତ ଲୋଡ଼ିବେ ରାଜ୍ୟ ନିର୍ବାଚନ କମିଶନର । ଭୁବନେଶ୍ୱର…