Latest Odisha News

BREAKING NEWS

ଆସନ୍ତାକାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ବୁଷ୍ଟର ଡୋଜ ଟିକାକରଣ

ଭୁବନେଶ୍ବର : ରାଜ୍ୟରେ ପୁଣି ଥରେ ଦ୍ରୁତ ଗତିରେ ବ୍ୟାପୁଛି ମହାମାରୀ କରୋନା ସଂକ୍ରମଣ । ପ୍ରତିଦିନ ବଡ଼ ଧରଣର ପଜିଟିଭ୍ ସଂଖ୍ୟାକୁ ନେଇ ଏବେ ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ିଲାଣି । ସବୁଠୁ ଅଧିକ ଚିନ୍ତା ଏବେ ରାଜଧାନୀ ଭୁବନେଶ୍ବରକୁ ଘାରିଛି । ଅଧିକାଂଶ ଆକ୍ରାନ୍ତ ଭୁବନେଶ୍ବରରୁ ଚିହ୍ନଟ…

୩ ବର୍ଷ ପରେ ମୁକ୍ତ ହେଲେ ସାଉଦି ଆରବ ରାଜକୁମାରୀ, ଝିଅ

ରିୟାଦ: ୩ ବର୍ଷ ପରେ ଜେଲରୁ ମୁକ୍ତ ହେଲେ ସାଉଦି ଆରବର ରାଜକୁମାରୀ ବାସମା ବିଂଟ ସାଉଦ ଏବଂ ତାଙ୍କ ଝିଅ ସୁହାଦ ଅଲ ଶରୀଫ । ୫୭ ବର୍ଷୀୟା ବାସମା ମହିଳାଙ୍କ ଅଧିକାର ଏବଂ ସାମ୍ବିଧାନିକ ଶାସନ ନେଇ ଲଢ଼ି ଆସୁଥିଲେ । ୨୦୧୯ରେ ସେ ନିଖୋଜ ହେବା ପରେ ତାଙ୍କୁ ମାର୍ଚ୍ଚରେ ଗିରଫ କରାଯାଇଥିଲା । ୨୦୨୦ରେ…

କେଶ ଓ ନିଶ ପାଇଁ କନେଷ୍ଟବଳ ନିଲମ୍ବିତ

ନୂଆଦିଲ୍ଲୀ: କନେଷ୍ଟବଳଙ୍କ ନିଆରା ଷ୍ଟାଇଲ । କେଶ ଓ ନିଶ ନକାଟିବାରୁ ଚାକିରି ହରାଇଲେ କନେଷ୍ଟବଳ । ଏଭଳି ଏକ ଖବର ଆସିଛି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ । କନେଷ୍ଟବଳଙ୍କୁ ତାଙ୍କ କେଶ ଓ ନିଶ ପାଇଁ ଚାକିରିରୁ ନିଲମ୍ବିତ କରାଯାଇଛି । ପୋଲିସ ମହାନିରୀକ୍ଷକଙ୍କ ଦ୍ୱାରା ତାଙ୍କୁ ନିଲମ୍ବିତ…

ଜାମ୍ମୁ ଓ କାଶ୍ମୀରରେ ପ୍ରବଳ ତୁଷାରପାତ, ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଜାମ୍ମୁ ଓ କାଶ୍ମୀର : ଉତ୍ତର ଭାରତରେ ବରଫ ବିପତ୍ତି । ଜାମ୍ମୁ ଓ କାଶ୍ମୀର, ହିମାଚଳ ପ୍ରଦେଶ ସମେତ ଅନ୍ୟାନ୍ୟ ରାଜ୍ୟରେ ତାପମାତ୍ରା ବ୍ୟାପକ ହ୍ରାସ ପାଇବା ସହ ତୁଷାରପାତ ଜାରି ରହିଛି । ବିଭିନ୍ନ ସ୍ଥାନରେ ବରଫ ଧସିବା ଦେଖିବାକୁ ମିଳୁଛି । ପ୍ରବଳ ତୁଷାରପାତକୁ ନେଇ କାଶ୍ମୀରରେ ରେଡ ଆଲର୍ଟ…

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଲା ପ୍ରଥମ ସରସ୍ବତୀ ଜୀବନ ଜ୍ଞାନ ଗୌରବ ସମ୍ମାନ

ଭୁବନେଶ୍ବର : ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଛି ପ୍ରଥମ ସରସ୍ବତୀ ଜୀବନ ଜ୍ଞାନ ଗୌରବ ସମ୍ମାନ । ମହାରାଷ୍ଟ୍ରର ପୁଣେସ୍ଥିତ ଏମଆଇଟି ବିଶ୍ବବିଦ୍ୟାଳୟ ତରଫରୁ ସମ୍ମାନଜନକ ଡିଲିଟ୍ ଉପାଧି ଓ ଶ୍ରୀ ସରସ୍ବତୀ ଦେବୀ ଜ୍ଞାନ ଜୀବନ ଗୌରବ ସମ୍ମାନ ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରଦାନ…

ବନ୍ଦ ହେବ ତୁର୍କମେନିସ୍ତାନର ନର୍କର ଦ୍ୱାର !

ଅଶଗବାତ: ତୁର୍କମେନିସ୍ତାନର ପ୍ରମୁଖ ସ୍ଥାନ ତଥା ଏକ ପର୍ଯ୍ୟଟନ ସ୍ଥଳୀ ଭାବେ ବିବେଚିତ ଗେଟ୍ସ ଅଫ ହେଲ(ନର୍କର ଦ୍ୱାର)କୁ ସରକାର ବନ୍ଦ କରିବା ପାଇଁ ନିଷ୍ପତି ନେଇଛନ୍ତି । ଏହି ପ୍ରାକୃତିକ ଗ୍ୟାସ କ୍ରେଟର ଅସ୍ତିତ୍ୱ ଏଥର ସମାପ୍ତ ହେବ । ରାଜଧାନୀ ଅଶବବାତଠାରୁ ୧୬୦ ମାଇଲ ଦୂରରେ ଥିବା…

[ଭିଡ଼ିଓ] ଉଦ୍ଧାର ୨୦ ମତ୍ସ୍ୟଜୀବୀଙ୍କୁ ହସ୍ତାନ୍ତର କଲା ଭାରତୀୟ କୋଷ୍ଟଗାର୍ଡ

ପାରାଦ୍ଵୀପ : ପାରାଦ୍ଵୀପରୁ ବଙ୍ଗଳାଦେଶୀ ବୋଟ୍ ଓ ୨୦ ମତ୍ସ୍ୟଜୀବୀ ଉଦ୍ଧାର ଘଟଣା । ଘଟଣାରେ ସମସ୍ତ ୨୦ ମତ୍ସ୍ୟଜୀବୀଙ୍କୁ କୋଷ୍ଟଗାର୍ଡଙ୍କୁ ହସ୍ତାନ୍ତର କଲା ଭାରତୀୟ କୋଷ୍ଟଗାର୍ଡ । ଗତ ଡ଼ିସେମ୍ବର ୨୬ ତାରିଖରେ ସେମାନଙ୍କୁ  ଉଦ୍ଧାର କରିଥିଲେ ପାରାଦ୍ଵୀପର ମତ୍ସ୍ୟଜୀବୀ । ବୋଟ୍ ଖରାପ…

ଆରବ ସାଗରର ଭାରତୀୟ ସୀମାରେ ଧରାପଡିଲେ ୧୦ ପାକିସ୍ତାନୀ

ନୂଆଦିଲ୍ଲୀ: ଭାରତୀୟ ନୌସେନାକୁ ବଡ ସଫଳତା ମିଳିଛି । ଆରବସାଗରେ ଗସ୍ତ କରୁଥିବା ଭାରତୀୟ ଜାହଜ ଅଙ୍କିତ ଶନିବାର ରାତିରେ ଏକ ନୌକା ସମେତ ୧୦ଜଣ ପାକିସ୍ତାନୀ ନାଗରିକଙ୍କୁ ଧରିଛି । ଭାରତୀୟ ଜଳକ୍ଷେତ୍ରରେ ନୌକାଟି ପ୍ରବେଶ କରିବା ପାଇଁ ଉଦ୍ୟମ କରୁଥିଲା । ଅଟକ ରଖାଯାଇଥିବା ବ୍ୟକ୍ତିମାନଙ୍କୁ…

ବାଲେଶ୍ୱରରେ ସମସ୍ତ ଧର୍ମାନୁଷ୍ଠାନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ

ବାଲେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧୪ଜଣ କୋଭିଡ଼୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି । ବାଲେଶ୍ୱର ଜିଲ୍ଲାରେ ମଧ୍ୟ ୧୨୩ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।…

ୱ, ଦ୍ରାବିଡଙ୍କ ରେକର୍ଡ ଭାଙ୍ଗିବେ କୋହଲି

କେପଟାଉନ: ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ୧୧ ଜାନୁୟାରୀରୁ କେପଟାଉନରେ ଖେଳାଯିବ । ଏହି ମ୍ୟାଚରେ ଷ୍ଟିଭ ୱ ଓ ରାହୁଲ ଦ୍ରାବିଡଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ରହିବେ କୋହଲି । ଏହି ମ୍ୟାଚରେ କୋହଲି ଆଉ ୧୪ ରନ ସଂଗ୍ରହ କଲେ ଦ୍ରାବିଡଙ୍କୁ ଅତିକ୍ରମ କରିବେ । ଦକ୍ଷିଣ…