Latest Odisha News

BREAKING NEWS

‘ଭୁଲ୍‌ ଭୁଲେୟା ୨’ରେ ପୁଣି ଥରେ ମଞ୍ଜୁଲିକା ହେବେ ବିଦ୍ୟା!

ନୂଆଦିଲ୍ଲୀ: ୨୦୦୭ରେ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର 'ଭୁଲ୍‌ ଭୁଲେୟା' ବକ୍ସ ଅଫିସରେ ବେଶ୍‌ ସଫଳତା ହାସଲ କରିଥିଲା। ବର୍ତ୍ତମାନ ଖୁବ୍ ଶୀଘ୍ର ଦର୍ଶକ ଏହି ଚଳଚ୍ଚିତ୍ରର ସିକ୍ୱେଲ୍ ଦେଖିବାକୁ ପାଇବେ। 'ଭୁଲ୍‌ ଭୁଲେୟା ୨'ର ଚଳିତ ରିଲିଜ ହେବାକୁ ଯାଉଛି। ଯେଉଁଥିରେ କାର୍ତ୍ତିକ…

[ଭିଡିଓ] ବ୍ରାଜିଲରେ ଅଘଟଣ; ପାହାଡ଼ରୁ ଧସିଲା ପଥର, ୭ ମୃତ

ବ୍ରାଜିଲ୍: ଏମିତିବି ଆସିପାରେ ମୃତ୍ୟୁ । ଏହି ସଂସାରରେ ଯିଏ ଜନ୍ମ ନେଇଛି ତାକୁ ଦିନେ ନା ଦିନେ ମରିବାକୁ ପଡ଼ିଥାଏ । ମୃତ୍ୟୁ କେତେବେଳେ କାହା ପାଖକୁ କେଉଁ ରୂପରେ ଆସିବ ତାହା କାହାକୁ ଜଣାନଥାଏ । ଆପଣ ଅନେକ ସମସୟରେ ଅନେକ ପ୍ରକାରର ମୃତ୍ୟୁ ହୋଇଥିବା ଦେଖିଥିବେ । ଏଠିମଧ୍ୟ କିଛି ଅଦ୍ଭୁତ…

ଭୁୁବନେଶ୍ୱରରେ ଆଉ ୭ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ଆଉ ୭ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କଣ୍ଟେନମେଣ୍ଟ ଜୋନ୍ । ବିଏମସି ପକ୍ଷରୁ ଭୁବନେଶ୍ୱର ଦକ୍ଷିଣ ପୂର୍ବ ଜୋନର ଏହି ୭ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । କଣ୍ଟେନମେଣ୍ଟ…

ପ୍ରେମ୍‌ ଆନନ୍ଦ ଗଜଲ ସଂଧ୍ୟାରେ ଯୋଗଦେବେ ବଲିଉଡ୍‌ ଗୀତିକାର ସମୀର

ଭୁବନେଶ୍ବର: ରାଜ୍ୟର ପ୍ରତିଷ୍ଠିତ ସଂଗୀତ ନିର୍ଦ୍ଦେଶକ ପ୍ରେମ୍‌ ଆନନ୍ଦଙ୍କ ଲିଖିତ ଓ ନିର୍ଦ୍ଦେଶିତ ୮ଟି ମନଛୁଆଁ ଗଜଲଧର୍ମୀ ସଂଗୀତକୁ ନେଇ ଓଡ଼ିଆ ମିଡିଆ ପକ୍ଷରୁ ଆସନ୍ତା ୧୦ ତାରିଖରେ ଆୟୋଜିତ ହେଉଛି "ପ୍ରେମ୍‌ ଆନନ୍ଦ ଗଜଲ ସଂଧ୍ୟା ୨୦୨୨"। ରବୀନ୍ଦ୍ର ମଣ୍ଡପ ପରିସରରେ ଆୟାଜିତ ହେବାକୁ ଥିବା…

ଘରୋଇ ଇଞ୍ଜିନିୟରିଂ କଲେଜରୁ ୪୬ ଛାତ୍ର କରୋନା ପଜିଟିଭ୍

ରାୟଗଡ଼ା: ଘରୋଇ ଇଞ୍ଜିନିୟରିଂ କଲେଜରେ କରୋନା ବିସ୍ଫୋରଣ । ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ଭୁଜବଳସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଏକାଥରକେ ୪୬ଜଣ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ୩ଶହ ଜଣ ଛାତ୍ରଛାତ୍ରୀଙ୍କ କୋଭିଡ଼ ପରୀକ୍ଷା କରାଯାଇଥିଲା । ଏଥିମଧ୍ୟରୁ…

ଜାନୁୟାରୀ ୧୨ରୁ ଆରମ୍ଭ ହେବ NEET-PG କାଉନ୍‌ସେଲିଂ 

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ରବିବାର କହିଛନ୍ତି ଯେ ୨୦୨୧-୨୦୨୨ ପାଇଁ NEET-PG କାଉନ୍‌ସେଲିଂ  ଜାନୁୟାରୀ ୧୨ରୁ ଆରମ୍ଭ ହେବ। ସୁପ୍ରିମ୍‌କୋର୍ଟଙ୍କ କହିବାର ୨ ଦିନପରେ ସ୍ବାସ୍ଥ୍ୟମନ୍ତ୍ରୀ NEET-PG କାଉନ୍‌ସେଲିଂ ସମ୍ପର୍କରେ ଏକ ବିବୃତ୍ତି ଜାରି…

ପ୍ରଶଂସାମୂଳକ ମତାମତ ଅପେକ୍ଷା ନକରାତ୍ମକ ମତାମତର ଓଜନ ଅଧିକ : ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ର

ସମକାଳୀନ ଓଡ଼ିଆ ସାହିତ୍ୟର ଯୁବ ଲେଖକ ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ର ଏକ ଚର୍ଚ୍ଚିତ ବ୍ୟକ୍ତିତ୍ୱ । ସ୍ଵତନ୍ତ୍ର ତାଙ୍କର କଥା ଓ କଥନ। ଚିରାଚରିତ ଶୈଳୀର ଢେର ଉର୍ଦ୍ଧ୍ବରେ ତାଙ୍କର ସୃଷ୍ଟି। ତାଙ୍କ ତିଆରି ଚରିତ୍ରମାନଙ୍କ ସହ ସେ ସବୁବେଳେ ମଗ୍ନ । କାହାର ପ୍ରଶଂସା ବା ନିନ୍ଦା ପ୍ରତି ଖିଆଲ ନଥାଏ…

[ଭିଡ଼ିଓ]ଅଟୋ ଚାଳକଙ୍କ ମହାନତା, ପର୍ଯ୍ୟଟକଙ୍କୁ ଫେରାଇଲେ ହଜିଯାଇଥିବା ଟଙ୍କା

ପୁରୀ: ଅଟୋ ଚାଳକଙ୍କ ମହାନତା । ପର୍ଯ୍ୟଟକଙ୍କୁ ଫେରାଇଲେ ତାଙ୍କ ହଜିଯାଇଥିବା ଟଙ୍କା । ଏହିପରି ମାନବିକତାର ଚିତ୍ର ଆସିଛି ପୁରୀ ଜିଲ୍ଲାର ଦକ୍ଷିଣ ଦ୍ୱାର ପଟେ ଥିବା ଅଟୋ ଚାଳକ ସଂଘଙ୍କ ନିକଟରୁ । ଅଟୋ ଷ୍ଟାଣ୍ଡର ତନ୍ମୟ ସେଠୀ ଓ ଅନୁରାଧା ସାମନ୍ତରାୟ ଲୋଭର ବଶବର୍ତ୍ତୀ ନହୋଇ ଟଙ୍କା ଫେରାଇ…

କେମିତି ଭୋଟ୍‌ ଦେବେ କରୋନା ସଂକ୍ରମିତ ବ୍ୟକ୍ତି?

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିଛନ୍ତି। କରୋନା ବିସ୍ଫୋରଣ ହେତୁ କୌଣସି ରାଜ୍ୟରେ ରାଲି ଏବଂ ରୋଡ୍ ସୋ ଆୟୋଜନ କରିବାକୁ ଅନୁମତି ମିଳିବ ନାହିଁ। ଏହା ବ୍ୟତୀତ ସର୍ବସାଧାରଣ ସ୍ଥାନରେ…

ବରୁଣ ଗାନ୍ଧୀ କରୋନା ପଜିଟିଭ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ବିଜେପି ସାଂସଦ ବରୁଣ ଗାନ୍ଧୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରବିବାର ଦିନ ସୋସିଆଲ ମିଡିଆ ମାଧ୍ୟମରେ ବରୁଣ ନିଜେ ଏହି ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନାର ଲକ୍ଷଣ ଦେଖାଯିବା ପରେ ତାଙ୍କର କରୋନା ରିପୋର୍ଟ ପିଜିଟିଭ ଆସିଥିବା କହିଛନ୍ତି ବରୁଣ। ବରୁଣ…