Latest Odisha News

BREAKING NEWS

କରୋନା ରଚୁଛି ତାଣ୍ଡବ; ଦିନକରେ ୪୨ ଶହ ସଂକ୍ରମିତ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଶୁକ୍ରବାର ଦିନ ଆଉ ୨ ଲକ୍ଷ ୫୯ ହଜାର ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ୪୨ ଶହ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ୨,୬୦,୩୧,୯୯୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର…

ରେକର୍ଡ ଭାଙ୍ଗିଲା ସଲ୍‌ମାନଙ୍କ ‘ରାଧେ’; ବଲିଉଡ୍‌ର ପ୍ରଥମ ଚଳଚ୍ଚିତ୍ର ଭାବେ ୬୫ରୁ ଅଧିକ ଦେଶରେ ଲାଇଭ୍‌…

ନୂଆଦିଲ୍ଲୀ: ବଲିଉଡ୍‌ର ଭାଇଜାନ୍‌ ଓରଫ ସଲମାନ ଖାନଙ୍କ 'ରାଧେ' ମେ ୧୩ ରେ zee5 ରେ ରିଲିଜ ହୋଇସାରିଛି। ଏହି ଚଳଚ୍ଚିତ୍ରଟି ଆପଲ୍ ଟିଭିରେ ଲାଇଭ୍ ହୋଇଥିବା ପ୍ରଥମ ବଲିଉଡ ଚଳଚ୍ଚିତ୍ର ମଧ୍ୟ ହୋଇପାରିଛି। ବେଲଜିୟମ, ଡେନମାର୍କ, କାନାଡା, ଫିଜି, ମାଲେସିଆ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା…

ରାଜ୍ୟରେ ୧୨ ହଜାର ପାର୍ କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୫୨୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୦୧୨ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୫୧୧ଟି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଚିନ୍ତା ବଢାଉଛି ବ୍ଲାକ ଫଙ୍ଗସ୍‌

ଦିଲ୍ଲୀ: ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି । କରୋନାଠାରୁ ଆହୁରି ଭୟଙ୍କର ହେଉଛି ବ୍ଲାକ ଫଙ୍ଗସ୍ । କରୋନାରୁ ସୁସ୍ଥ ହୋଇଥିବା ଓ ମଧୁମେହ ରୋଗୀଙ୍କ କ୍ଷେତ୍ରରେ ଏହି ସଂକ୍ରମଣ ବେଶୀ ରହିଛି । ଏଥିରେ ୧୨୬ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇସାରିଲାଣି । କେବଳ ବ୍ଲାକ ଫଙ୍ଗସ୍ ୯୦ ଜଣଙ୍କ…

ଭାରତୀୟ ବାୟୁସେନାର ମିଗ୍ -୨୧ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ପଞ୍ଜାବର ମୋଗା ସ୍ଥିତ ବାଘାପୁରାନା ଗାଁ ଲଙ୍ଗିୟାନା ଖୁର୍ଦ ନିକଟରେ ଗତକାଲି ବିଳମ୍ବିତ ରାତିରେ ଭାରତୀୟ ବାୟୁସେନା ମିଗ୍-୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ବାୟୁସେନା ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଏହି ବିମାନଟି କ୍ରାସ୍ ବେଳେ ସେଥିରୁ ପାଇଲଟ୍…

କରୋନା ଚିକିତ୍ସା ପାଇଁ ଓଡ଼ିଶାରେ ପ୍ଲାଜା ଥେରାପୀ ବନ୍ଦ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ଵାରା ଜାରି ସଂଶୋଧିତ ନିର୍ଦ୍ଦେଶାବଳୀ ଅନୁଯାୟୀ ଓଡିଶା ସରକାର ରାଜ୍ୟରେ କରୋନା ଚିକିତ୍ସା ପାଇଁ ପ୍ଲାଜା ଥେରାପି ବନ୍ଦ କରିଛନ୍ତି। ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମହାପାତ୍ର ପ୍ରମୁଖ ମେଡିକାଲ ଅଧିକାରୀଙ୍କୁ…

କବିତା : ଭାବନା

ମିନତି ଦାସ  'ବାଟୋଇଟେ' ଆସିଲା, ଦୟା ଦେଖାଇଲା ପକେଟରୁ ସବୁ ଟଙ୍କା ବହାର କଲା ଭିକାରୀକୁ ଦେଖି,ମନ ଖରାପ ହେଉଥିଲା ଟଙ୍କାସବୁ ରଖିଦେଇ ଦି ଟଙ୍କାଟିଏ ଦେଲା । ସେ ତୁମକୁ କିଛି ନକହି ଖୁବ୍ ନିରୀହ ଆଖିରେ ଅନେଇଥିଲା, ଦି ଟଙ୍କାରେ ଚା କପେ ମିଳିବନି ମନେ ମନେ ଭାବୁଥିଲା 'ତୁମେ'…

ପଞ୍ଚାନନ ସାମଲ ହେଲେ ଓଡ଼ିଶା ଲଳିତ କଳା ଏକାଡେମୀର ନୂତନ ସଚିବ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀର ନୂତନ ସଚିବ ଭାବରେ ପଞ୍ଚାନନ ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏକ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ପ୍ରଦାନ କରିଛନ୍ତି। ଏକାଡେମୀର ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ ଶ୍ରୀ ସାମଲ ଏହି ଦାୟିତ୍ୱ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା ୨୧-୫-୨୦୨୧ ଶୁକ୍ରବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୨୧ ରିଖ ଶୁକ୍ରବାର ବୃଷ ୭ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ନବମୀ ତିଥି ପୂର୍ବା ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର-: ବିଛା, ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି…

ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ଆଲୋଚନାଚକ୍ର

ଭୁବନେଶ୍ୱର : ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ଶ୍ରୀଜଗନ୍ନାଥଙ୍କ ତ୍ରୟୋଦଶ ଯାତ୍ରା ନୀଳାଦ୍ରି ମହୋଦୟାଷ୍ଟମୀର ତାତ୍ପର୍ଯ୍ୟ ଓ ନୀତି ସମ୍ବନ୍ଧରେ ଅନଲାଇନ ମାଧ୍ୟମରେ ଏକ ଧାର୍ମିକ ଆଲୋଚନାଚକ୍ର ତାରିଖ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି…