ପ୍ରଦୂଷଣକୁ ନେଇ ସରକାରଙ୍କ ଉପରେ ପୁଣି ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ବୁଧବାର ଦିନ ସୁପ୍ରିମକୋର୍ଟ ପୁଣି ଥରେ ଦିଲ୍ଲୀ ଏନସିଆରରେ ବାୟୁ ପ୍ରଦୂଷଣ ଉପରେ ଶୁଣାଣି ଆରମ୍ଭ କରିଛନ୍ତି। ଏହି ସମୟରେ ସୁପ୍ରିମକୋର୍ଟ ପ୍ରଦୂଷଣକୁ ହ୍ରାସ କରିବା ପାଇଁ ସରକାର କେଉଁ କାର୍ଯ୍ୟ କରିଛନ୍ତି ସେ ନେଇ ପୁଣି ଥରେ ପ୍ରଶ୍ନ ପଚାରିଛନ୍ତି। କେବଳ ଏତିକି ନୁହେଁ, ପ୍ରଧାନ…